"ବଳଦେବଜୀଉ ମନ୍ଦିର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ପୁରାତନ ରଚନାରେ ନିହାତି ଆବଶ୍ୟକ, ଆଧୁନିକ ଲେଖାରେ ଲୋଡ଼ାନାହିଁ (via JWB)
ଟିକେ "ଠାରୁ" ଶବ୍ଦ ସହ ଲାଗିରହେ (via JWB)
୪୬ କ ଧାଡ଼ି:
ମନ୍ଦିରର ଗର୍ଭଗୃହରେ ଥିବା ରତ୍ନ ସିଂହାସନରେ ତିନି ମୂର୍ତ୍ତୀ ବିଜେ କରିଛନ୍ତି : ଶ୍ରୀ ବଳଦେବ ଜୀଉ, ଶ୍ରୀ ଜଗନ୍ନାଥ ଏବଂ ଦେବୀ ସୁଭଦ୍ରା । ମନ୍ଦିର ଭିତରେ ଥିବା ଅନ୍ୟ ମୂର୍ତ୍ତୀମାନେ ହେଲେ, ଶ୍ରୀ ଗୋବିନ୍ଦ ଜୀଉ, ମହାଲକ୍ଷ୍ମୀ, ଶ୍ରୀ ସୁଦର୍ଶନ, ଶ୍ରୀ ବାଳଗୋପାଳ ଓ ଶାଳଗ୍ରାମ ।
 
ମୁଖ୍ୟ ମନ୍ଦିର ଠାରୁମନ୍ଦିରଠାରୁ ମଝି ମନ୍ଦିରଟି ଟିକେ ସାନ ଯାହା ପଞ୍ଚ-ପାବଚ୍ଛୀ ନିର୍ମାଣ ଶୈଳୀରେ ଗଠିତ । ଗରୁଡ଼ ସ୍ତମ୍ଭଟି ଜଗମୋହନରେ ରହିଛି। ମନ୍ଦିରର ମୁଖ୍ୟ ଦ୍ୱାରସାମନାରେ ଦୁଇ ପାଖରେ ଗଜକୁ ସିଂହମାଡ଼ିବସିଥିବାର ଦୁଇ ବିଶାଳ ମୂର୍ତ୍ତି ରହିଛି । ଏହା ପରେ ସାତଟି ପବିତ୍ର ପାହାଚକୁ ଅତିକ୍ରମ କଲେ ମୁଖଶାଳାକୁ ପ୍ରବେଶ କରିହୁଏ । ଏଠାରେ ନବଗ୍ରହଙ୍କର ମୂର୍ତ୍ତି ସହିତ ପତିତପାବନ ଓ କ୍ଷେତ୍ର ରକ୍ଷକ ହନୁମାନଙ୍କର ମୂର୍ତ୍ତୀ ରହିଛି। ଏଇ ପବିତ୍ର ସାତଟି ପାହାଚ ଅତିକ୍ରମ କରି ସାମନାକୁ ଦେଖିଲେ ସେଠାରେ ଉପବିଷ୍ଟା ତୁଳସୀ ଦେବୀଙ୍କର ଏକ ସୁନ୍ଦର ମୂର୍ତ୍ତୀ ରହିଛି । <ref>{{cite web | url=http://kendrapara.nic.in/Mainpage/About%20Sri%20Sri%20Baladev%20Jew%20Temple.htm| title=About Sri SriBaladev Jew Temple Kendrapara | publisher=Govt. of Orissa | accessdate= April 30, 2012}}</ref>
 
ମନ୍ଦିର ବେଢ଼ାରେ ଥିବା ଅନ୍ୟ ପ୍ରମୁଖ ମନ୍ଦିର ଗୁଡ଼ିକ ହେଲେ ଅଷ୍ଟଶମ୍ଭୁ ମନ୍ଦିର, ବୈକୁଣ୍ଠନାଥ ମନ୍ଦିର, କନକ ଦୁର୍ଗା ମନ୍ଦିର, ପାଦପଦ୍ମ ମନ୍ଦିର, ନବଗ୍ରହ ମନ୍ଦିର, ବାସୁଦେବ ମନ୍ଦିର, ଶ୍ରୀଗଣେଶ ମନ୍ଦିର, ରେବତୀ ମନ୍ଦିର, ତୁଳସୀ ମନ୍ଦିର, କଳ୍କୀ ମନ୍ଦିର, ଷଡ଼ଭୁଜ ଗୌରାଙ୍ଗ ମନ୍ଦିର ଓ ଶ୍ରୀରାମ ମନ୍ଦିର।