"ଜଗତସିଂହପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ "ଠାରୁ" ଶବ୍ଦ ସହ ଲାଗିରହେ (via JWB)
୨୦ କ ଧାଡ଼ି:
ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: [[ଜଗତସିଂହପୁର|ଜଗତସିଂହପୁର (ବି)]], ଜଗତସିଂହପୁର ବ୍ଳକ ଓ ନାଉଗାଁ ବ୍ଳକ ।<ref>[http://eci.nic.in/delim/Final_Publications/Orissa/orissa.pdf Assembly Constituencies and their Extent]</ref><ref>[http://eci.nic.in/delim/paper1to7/Orissa.xls Seats of Odisha]</ref>
 
ଗତ ୨୦୧୯ ନିର୍ବାଚନରେ [[ବିଜୁ ଜନତା ଦଳ]] ପ୍ରାର୍ଥୀ ପ୍ରଶାନ୍ତ କୁମାର ମୁଦୁଲି, [[ଭାରତୀୟ ଜାତୀୟ କଂଗ୍ରେସ]] ପ୍ରାର୍ଥୀ ଚିରଞ୍ଜୀବ ବିଶ୍ୱାଳଙ୍କ ଠାରୁବିଶ୍ୱାଳଙ୍କଠାରୁ ମାତ୍ର ୮୬୪୨ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।
 
ଗତ ୨୦୧୪ ନିର୍ବାଚନରେ [[ଭାରତୀୟ ଜାତୀୟ କଂଗ୍ରେସ]] ପ୍ରାର୍ଥୀ ଚିରଞ୍ଜୀବ ବିଶ୍ୱାଳ [[ବିଜୁ ଜନତା ଦଳ]] ପ୍ରାର୍ଥୀ ବିଷ୍ଣୁଚରଣ ଦାସଙ୍କ ଠାରୁ ୨୮୮୮ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।<ref name=":0">https://eci.nic.in/eci_main/StatisticalReports/AE2014/Stat_Rep_Odisha-2014.pdf</ref>