"ଚିଲିକା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ →‎ଆଧାର
ଟିକେ "ଠାରୁ" ଶବ୍ଦ ସହ ଲାଗିରହେ (via JWB)
୨୦ କ ଧାଡ଼ି:
ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: [[ବାଣପୁର|ବାଣପୁର (ବି)]], [[ବାଲୁଗାଁ|ବାଲୁଗାଁ (ବି)]], ଚିଲିକା ବ୍ଳକ ଓ ବାଣପୁର ବ୍ଳକ ।<ref>[http://eci.nic.in/delim/Final_Publications/Orissa/orissa.pdf Assembly Constituencies and their Extent]</ref><ref>[http://eci.nic.in/delim/paper1to7/Orissa.xls Seats of Odisha]</ref>
 
ଗତ ୨୦୧୪ ନିର୍ବାଚନରେ [[ବିଜୁ ଜନତା ଦଳ|ଭାରତୀୟ ଜନତା ପାର୍ଟି]] ପ୍ରାର୍ଥୀ ବିଭୁତି ଭୂଷଣ ହରିଚନ୍ଦନ [[ବିଜୁ ଜନତା ଦଳ]] ପ୍ରାର୍ଥୀ ରଘୁନାଥ ସାହୁଙ୍କ ଠାରୁସାହୁଙ୍କଠାରୁ ୫୪୧ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।<ref name=":0">https://eci.nic.in/eci_main/StatisticalReports/AE2014/Stat_Rep_Odisha-2014.pdf</ref>
 
ଗତ ୨୦୦୯ ନିର୍ବାଚନରେ [[ବିଜୁ ଜନତା ଦଳ]] ପ୍ରାର୍ଥୀ ରଘୁନାଥ ସାହୁ, [[ଭାରତୀୟ ଜନତା ପାର୍ଟି]] ପ୍ରାର୍ଥୀ ବିଭୁତି ଭୂଷଣ ହରିଚନ୍ଦନଙ୍କଠାରୁ ୩,୦୬୬ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।<ref>{{cite web |url= http://leadtech.in/infoelection/index.php/odisha/431-odisha-election-result-2009-votemargin.html |title=Orissa Election Result 2009 With Vote Margin|work=leadtech.in |quote= ୩୦୬୬|accessdate=21 April 2013}}</ref>