"ଢେଙ୍କାନାଳ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ "ଠାରୁ" ଶବ୍ଦ ସହ ଲାଗିରହେ (via JWB)
୨୦ କ ଧାଡ଼ି:
ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: [[ଢେଙ୍କାନାଳ|ଢେଙ୍କାନାଳ (ପୌ)]], ଗଁଦିଆ ବ୍ଳକ ଓ ଢେଙ୍କାନାଳ ବ୍ଳକର କିଛି ଅଞ୍ଚଳ ।<ref>[http://eci.nic.in/delim/Final_Publications/Orissa/orissa.pdf Assembly Constituencies and their EXtent]</ref><ref>[http://eci.nic.in/delim/paper1to7/Orissa.xls Seats of Odisha]</ref>
 
ଗତ ୨୦୧୪ ନିର୍ବାଚନରେ [[ବିଜୁ ଜନତା ଦଳ]] ପ୍ରାର୍ଥୀ ସରୋଜ କୁମାର ସାମଲ [[ଭାରତୀୟ ଜନତା ପାର୍ଟି]] ପ୍ରାର୍ଥୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଠାରୁପାତ୍ରଙ୍କଠାରୁ ୩୨୯୪ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।<ref name=":0">https://eci.nic.in/eci_main/StatisticalReports/AE2014/Stat_Rep_Odisha-2014.pdf</ref>
 
ଗତ ୨୦୦୯ ନିର୍ବାଚନରେ [[ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି]] ପ୍ରାର୍ଥୀ ନବୀନ ନନ୍ଦ, [[ଭାରତୀୟ ଜାତୀୟ କଂଗ୍ରେସ]] ପ୍ରାର୍ଥୀ ସୁଧିର କୁମାର ସାମଲଙ୍କଠାରୁ ୬,୯୩୩ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।<ref>{{cite web |url= http://leadtech.in/infoelection/index.php/odisha/431-odisha-election-result-2009-votemargin.html |title=Orissa Election Result 2009 With Vote Margin |work=leadtech.in |quote=6933|accessdate=21 April 2013}}</ref>