"ବରାହମିହିର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ପୁରାତନ ରଚନାରେ ନିହାତି ଆବଶ୍ୟକ, ଆଧୁନିକ ଲେଖାରେ ଲୋଡ଼ାନାହିଁ (via JWB)
ଟିକେ "ଠାରୁ" ଶବ୍ଦ ସହ ଲାଗିରହେ (via JWB)
୪୩ କ ଧାଡ଼ି:
}}
 
'''ବରାହମିହିର''' (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।<ref>{{cite web |url=http://www-history.mcs.st-andrews.ac.uk/Biographies/Varahamihira.html |title=ବରାହମିହିର |author= ଜେ. ଜେ. ଓ’କନ୍ନର ଏବଂ ଇ.ଏଫ. ରବର୍ଟସନ |date= |work= |publisher= |accessdate=}}</ref>ପିତା ଆଦିତ୍ୟଦାସଙ୍କ ଠାରୁଆଦିତ୍ୟଦାସଙ୍କଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। [[ଗୁପ୍ତ ସାମ୍ରାଜ୍ୟ]]ର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
 
== ଜୀବନୀ ==