ଟିକେ
"ଠାରୁ" ଶବ୍ଦ ସହ ଲାଗିରହେ (via JWB)
ଟିକେ (ସଠିକ ବନାନ (via JWB)) |
ଟିକେ ("ଠାରୁ" ଶବ୍ଦ ସହ ଲାଗିରହେ (via JWB)) |
||
ସଂକ୍ଷିପ୍ତ ବ୍ୟକ୍ତିଗତ ଜୀବନ:
ନିକଟରେ କୌଣସି ବିଦ୍ୟାଳୟ ନ ଥିବାରୁ କୋଲାବ ନଦୀ କୁଳର ବାଲିପଠାକୁ ସିଲଟ ଭାବରେ ବ୍ୟବହାର କରି ପିତା
ସେ ଆଦିବାସୀମାନଙ୍କ ମଧ୍ୟରେ ପ୍ରଚଳିତ ଗୁଣିଆ ଓ ଦିଶାରି ବୃତ୍ତିରେ ପାରଙ୍ଗମ ଥିଲେ । ଗୁଣିଆ ବୃତ୍ତି ହେଉଛି ଆଦିବାସୀ ମାନଙ୍କ ମଧ୍ୟରେ ଡାକ୍ତରୀ ବିଦ୍ୟା । ଜଣେ ଗୁଣିଆକୁ ବଣଜଙ୍ଗଲରୁ ଔଷଧୀୟ ସାମଗ୍ରୀ ସଂଗ୍ରହ କରିବା ସହ ଝାଡଣ, ଫୁଙ୍କଣ ଆଦି କରିବାକୁ ପଡେ । ଦିଶାରି ବୃତ୍ତି ହେଉଛି ଦେବାରାଧନା ବା ପୂଜକର ଦାୟିତ୍ୱ ।
|