"ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେ "ଦ୍ୱାରା" ଶବ୍ଦ ସହ ଲାଗିକି ରହିବ (via JWB) ଟ୍ୟାଗ: Manual revert |
ଟିକେ ବନାନ ସଂଶୋଧନ (via JWB) |
||
୨୩ କ ଧାଡ଼ି:
୧୯୪୪ ମସିହାରେ ସମ୍ବଲପୁର ସହରରେ ଗଙ୍ଗାଧର ମେହେର ମହାବିଦ୍ୟାଳୟ 'ସମ୍ବଲପୁର କଲେଜ' ନାମରେ ପ୍ରତିଷ୍ଠିତ ହେଇ ତତ୍କାଳୀନ ଜିଲ୍ଲା ସ୍କୁଲରେ କାର୍ଯ୍ୟ କରୁଥିଲା । ପରେ କବି [[ଗଙ୍ଗାଧର ମେହେର]]ଙ୍କ ନାମାନୁସାରେ ଏହାର ନାମ 'ଗଙ୍ଗାଧର ମେହେର କଲେଜ' ହେଲା । ଏହା ପ୍ରଥମେ ଓଡ଼ିଶାର ଏକମାତ୍ର ବିଶ୍ୱବିଦ୍ୟାଳୟ [[ଉତ୍କଳ ବିଶ୍ୱବିଦ୍ୟାଳୟ]] ସହିତ ଅନୁବନ୍ଧିତ ହେଇଥିଲା । ଉଲ୍ଲେଖ ଯୋଗ୍ୟ ଯେ ଉତ୍କଳ ବିଶ୍ୱବିଦ୍ୟାଳୟ ୧୯୪୩ ମସିହାରେ ହିଁ ସ୍ଥାପିତ ହେଇଥିଲା । ପରେ ୧୯୬୭ ମସିହାରେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ସ୍ଥାପିତ ହେବା ପରେ ଏହା ସେହି ବିଶ୍ୱବିଦ୍ୟାଳୟ ସହ ସ୍ୱତଃଅନୁବନ୍ଧିତ ହେଲା ।
୧୯୨ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଆରମ୍ଭ ହେଇଥିବା ଏହି ସହ ଶିକ୍ଷା ମହାବିଦ୍ୟାଳୟ ୨୦୧୫ ବେଳକୁ ଏକ
== ସ୍ୱୟଂଶାସନ ମାନ୍ୟତା ==
|