"ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ବନାନ (via JWB)
ଟିକେ "ଢ" ତଳେ ବିନ୍ଦୁ ବହୁପ୍ରଚଳିତ ବନାନ (via JWB)
୧୪ କ ଧାଡ଼ି:
ପ୍ରାରମ୍ଭରେ ଗବେଷଣକାରୀମାନେ ଏକ କଳନା ଶୈଳୀ ବାହାର କରିଥିଲେ ଯାହାଦ୍ୱାରା ମନୁଷ୍ୟର ମନର ପ୍ରତ୍ୟେକ ବିଚାରକୁ ନକଲ କରି ସମସ୍ୟାର ସମାଧାନ ହୋଇପାରୁଥିଲା । ୮୦ ଏବଂ ୯୦ ଦଶକ ବେଳକୁ ଏଆଇ ଗବେଷଣାକରି ଏଭଳି ପ୍ରକ୍ରିୟା ବାହାର ହେଲା ଯାହାଦ୍ୱାରା ଯନ୍ତ୍ର ଆଗରୁ ଦେଖିନଥିବା ବା ଜାଣିନଥିବା ଅନିର୍ଦ୍ଧିଷ୍ଟ ପରିସ୍ଥିତିରେ ପଡି ମଧ୍ୟ ଲକ୍ଷ ହାସଲ କରିପାରିଲା। ଅର୍ଥଶାସ୍ତ୍ର ଏବଂ ସମ୍ଭାବନା ସହାୟତାରେ ଏହା ସମ୍ଭବ ହୋଇପାରିଥିଲା।
 
ଏ ସବୁ ସତ୍ତ୍ୱେ ଏହି ପ୍ରଣାଳୀଟି ବଡ଼ ବଡ଼ ବିଚାରାତ୍ମକ ସମସ୍ୟା ସମାଧାନ କରିବାରେ ଅକ୍ଷମ ଅଟେ । ସମସ୍ୟାଟି ଯେତେ ଯେତେ ବଡ଼ ହୋଇ ହୋଇ ଯାଇଥାଏ ସେହିଅନୁସାରେ ଲକ୍ଷ୍ୟସ୍ଥଳରେ ପହଁଚିବା ନିମିତ୍ତ ଦରକାର ହେଉଥିବା ବିଭିନ୍ନପ୍ରକାରର ମେଳର ସଂଖ୍ୟା ମଧ୍ୟ ବଢିବଢ଼ି ବଢିବଢ଼ି ଚାଲେ। ମୁଳତଃ ମନୁଷ୍ୟମାନେ ଗୋଟିଏ ପରେ ଗୋଟିଏ ପଦ ନନେଇ ନିଜର ପ୍ରତିବିଜ୍ଞାନ ବୋଧକ ବିଚାର କରି ବଡ଼ ସମସ୍ୟା ସମାଧାନ କରିଥାନ୍ତି।
 
=== ନଲେଜ ରିପ୍ରେଜେଣ୍ଟେସନ ===