"ପର୍ଶୁରାମେଶ୍ୱର ମନ୍ଦିର" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେ Removing deadurl with url-status |
ଟିକେ "ମାନଙ୍କ" ଶବ୍ଦ ସହ ଲାଗିରହେ (via JWB) |
||
୪୧ କ ଧାଡ଼ି:
ପର୍ଶୁରାମେଶ୍ୱର ମନ୍ଦିର [[ଓଡ଼ିଶା|ଓଡ଼ିଶାର]] [[ଭୁବନେଶ୍ୱର|ଭୁବନେଶ୍ୱରରେ]] ଥିବା ଏକ ହିନ୍ଦୁ ମନ୍ଦିର, ଯାହା ଓଡ଼ିଶାର ସବୁଠୁ ପୁରୁଣା ମନ୍ଦିର ମଧ୍ୟରୁ ଗୋଟିଏ । ଏହା ସବୁଠୁ ଭଲ ଭାବେ ସରଂକ୍ଷିତ ହୋଇଥିବା ଏକ ପୁରୁଣା ଉତ୍କଳୀୟ ମନ୍ଦିର ଏବଂ ଏହାର ନିର୍ମାଣ ଖ୍ରୀ.ଅ.୭ମରୁ ୮ମ ଶତାବ୍ଦୀ ମଧ୍ୟରେ [[ଶୈଳୋଦଭବ]] କାଳରେ ହୋଇଥିଲା । ଏହି ମନ୍ଦିରଟି ଭଗବାନ ଶିବଙ୍କୁ ସମର୍ପିତ । [[ନଗର]] ଶୈଳୀର ଏହି ମନ୍ଦିରଟି ଖ୍ରୀ.ଅ. ୬୫୦ରେ ନିର୍ମିତ ହୋଇଥିବାର ଅନୁମାନ କରାଯାଏ, ତଥା ଏହି ମନ୍ଦିର ୧୦ମ ଶତାବ୍ଦୀ ପୂର୍ବରୁ ଓଡ଼ିଶାରେ ହୋଇଥିବା ମନ୍ଦିର ସମୂହର ସମସ୍ତ ବିଶେଷତ୍ୱ ବହନ କରେ ।
ପର୍ଶୁରାମେଶ୍ୱର ମନ୍ଦିରରେ ବିମାନ, ଗର୍ଭଗୃହ ବ୍ୟତୀତ ଏକ ବାଡ଼ ରହିଛି । ଏହି ମନ୍ଦିରରେ ଜଗମୋହନ କୁହାଯାଉଥିବା ଏକ ବିଶେଷ ଅଂଶ ଦେଖିବାକୁ ମିଳେ, ଯାହା ପୂର୍ବବର୍ତ୍ତୀ ମନ୍ଦିର ସମୂହରେ ନଥିଲା । ଶୈବ ମନ୍ଦିର ହୋଇଥିବା ସତ୍ତ୍ୱେ ଏଠାରେ ସାଧାରଣତଃ ଶାକ୍ତ
== ଇତିହାସ ==
|