"ବିଶ୍ୱ ସାଇକେଲ ଦିବସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେ "ମାନଙ୍କ" ଶବ୍ଦ ସହ ଲାଗିରହେ (via JWB)
୩୧ କ ଧାଡ଼ି:
 
== ବିଶ୍ୱ ସାଇକେଲ ଦିବସର ଅୟମାରମ୍ଭ ==
ଆମେରିକୀୟ ପ୍ରଫେସର ଲେସଜେକ ସିବିଲସ୍କି, ନିଜେ ପଢାଉଥିବା [[ସମାଜ ବିଜ୍ଞାନ|ସମାଜବିଜ୍ଞାନ]] ଶ୍ରେଣୀରୁ ବିଶ୍ୱ ସାଇକେଲ ଦିବସ ପାଇଁ ଅଭିଯାନ ଆରମ୍ଭ କରିଥିଲେ । କ୍ରମେ [[ତୁର୍କମେନିସ୍ତାନ]] ଓ ବିଶ୍ୱର ଅନ୍ୟ ୫୬ଟି ଦେଶରେ ଏହି ଅଭିଯାନ ପ୍ରତି ସମର୍ଥନ ମିଳିଥିଲା ।<ref>{{Cite news|url=https://blogs.worldbank.org/transport/world-bicycle-day-meet-man-who-made-it-happen?CID=TAI_TT_Transport_EN_EXT|title=World Bicycle Day: Meet the man who made it happen|last=Senarath|first=Yohan|date=2018-05-01|work=Transport for Development|access-date=2018-05-02|language=en}}</ref><ref name=":0" /><ref>{{Cite web|url=http://mcblogs.montgomerycollege.edu/atmc/mc-professor-and-students-win-un-support-for-world-bicycle-day/|title=MC Professor and Students Win UN Support for World Bicycle Day|last=Staff}}</ref> ବିଶ୍ୱ ସାଇକେଲ ଦିବସର(#June3WorldBicycleDay) ଧଳା ଓ ନୀଳ ଲୋଗୋ ଆଇଜାକ ଫେଲ୍ଡଙ୍କ ପରିକଳ୍ପନା ଥିଲା । ଏଥି ସହିତ ଜଡିତ ଆନିମେସନ କାମ କରିଥିଲେ ପ୍ରଫେସର ଜନ ଏ ସ୍ୱାନସନ । ଏହି ଲୋଗୋରେ ସାଇକେଲ ଚାଳକ ମାନଙ୍କଚାଳକମାନଙ୍କ ବିଶ୍ୱବ୍ୟାପୀ ସାଇକେଲ ଚାଳନା ଦର୍ଶା ଯାଇଥାଏ । ଲୋଗୋର ନିମ୍ନରେ ଏକ ହାସଟ୍ୟାଗରେ #ଜୁନ୩ବିଶ୍ୱସାଇକେଲଦିବସ ଲେଖା ଯାଇଥାଏ । 'ସମସ୍ତ ମାନବଜାତୀର ସେବାରେ ସାଇକେଲ' ଏହି ଲୋଗୋର ମୁଖ୍ୟ ସନ୍ଦେଶ ରହିଥାଏ ।<ref>{{Cite web|url=https://www.youtube.com/watch?v=-a8v6Jt9Beg|title=MC Today - World Bicycle Day}}</ref> ବର୍ତ୍ତମାନର ନୀଳ ଓ ଧଳା ଲୋଗୋ ମଧ୍ୟ ଆଇଜାକ ଫେଲ୍ଡଙ୍କ ପରିକଳ୍ପନା ଓ ପ୍ରଫେସର ଜନ ଏ ସ୍ୱାନସନଙ୍କ ଆନିମେସନରେ ସଜ୍ଜିତ ।
 
== ବିଶ୍ୱ ସାଇକେଲ ଦିବସର ମହତ୍ତ୍ୱ ==