ଟିକେ
"ମାନଙ୍କ" ଶବ୍ଦ ସହ ଲାଗିରହେ (via JWB)
ଟିକେ ("ଠାରୁ" ଶବ୍ଦ ସହ ଲାଗିରହେ (via JWB)) |
ଟିକେ ("ମାନଙ୍କ" ଶବ୍ଦ ସହ ଲାଗିରହେ (via JWB)) |
||
ନିକଟରେ କୌଣସି ବିଦ୍ୟାଳୟ ନ ଥିବାରୁ କୋଲାବ ନଦୀ କୁଳର ବାଲିପଠାକୁ ସିଲଟ ଭାବରେ ବ୍ୟବହାର କରି ପିତା ପଦଲାମଙ୍କଠାରୁ ଅକ୍ଷର ଶିକ୍ଷା କରିଥିଲେ ସହୀଦ ଲକ୍ଷ୍ମଣ ନାୟକ । ତେନ୍ତୁଲିଗୁମ୍ମାର ଲୋକମାନେ ଓଡ଼ିଆ, ପରଜା, ଗାଦବା ଭାଷା ମିଶାମିଶି ଦେଶିଆ ଭାଷା କହୁଥିଲେ । ଲକ୍ଷ୍ମଣ ନାୟକ ଉଭୟ ଦେଶିଆ ଓ ଓଡ଼ିଆ ଭାଷା କହିପାରୁଥିଲେ । ୧୯ ବର୍ଷ ବୟସରେ ସାନଗୁମ୍ମାର ଘାସି ଭୁମିୟାଙ୍କ କନ୍ୟା ମଙ୍ଗୁଳି ଭୁମିଆଙ୍କୁ ବିବାହ କରିଥିଲେ ।
ସେ ଆଦିବାସୀମାନଙ୍କ ମଧ୍ୟରେ ପ୍ରଚଳିତ ଗୁଣିଆ ଓ ଦିଶାରି ବୃତ୍ତିରେ ପାରଙ୍ଗମ ଥିଲେ । ଗୁଣିଆ ବୃତ୍ତି ହେଉଛି
୧୯୩୦ ମସିହାରେ ପିତା ପଦଲାମ ବୟସାଧିକ୍ୟ କାରଣରୁ ଅବସର ନେବାପରେ ଲକ୍ଷ୍ମଣ ନାୟକଙ୍କୁ ଜୟପୁର ରାଜାଙ୍କ ନିକଟେରେ ମୁସ୍ତାଦାର୍ ଭାବରେ ନିୟୁକ୍ତି କରାଯାଇଥିଲା । ଏହାପରେ ସେ ଲକ୍ଷ୍ମଣ ଭୁମିୟାରୁ ଲକ୍ଷ୍ମଣ ନାୟକ ଭାବରେ ପରିଚିତ ହୋଇଥିଲେ ।
|