"ଗଙ୍ଗାଧର ମେହେର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟିକେ "ମାନଙ୍କଠାରୁ" ଶବ୍ଦ ସହ ଲାଗିରହେ (via JWB)
୪୭ କ ଧାଡ଼ି:
 
== ଓଡ଼ିଆ ସାହିତ୍ୟରେ ପ୍ରବେଶ ==
ବାଲ୍ୟକାଳରୁ ଗଙ୍ଗାଧର କବିତା ଲେଖିବା ଆରମ୍ଭ କରିଥିଲେ। ଓଡ଼ିଶାର ପୁରାତନ କବି ମାନଙ୍କରକବିମାନଙ୍କର ପଦାଙ୍କ ଅନୁସରଣ କରି ସେମାନଙ୍କ ଶୈଳୀରେ ସେ ନିଜର ପ୍ରଥମ ଲେଖା ସବୁ ଲେଖିଥିଲେ । ତାଙ୍କର ଆଦ୍ୟ ରଚନାବଳୀ ଭିତରେ '''ରସ ରତ୍ନାକର''' ଓ '''ଅହଲ୍ୟା ସ୍ତବ''' ଆଦି ଅନ୍ୟତମ। ଏ ଗୁଡ଼ିକ ରୀତି ଯୁଗୀୟ ଶୈଳୀରେ ରଚନା କରାଯାଇଥିଲା। ଏହା ପରେ କବିବର ରାଧାନାଥ ରାୟଙ୍କ ପ୍ରରୋଚନାରେ ସେ ଆଧୁନିକ ଶୈଳୀରେ '''ଇନ୍ଦୁମତୀ''' ନାମକ କାବ୍ୟ ରଚନା କରି ଓଡ଼ିଆ ସାହିତ୍ୟର ଆଧୁନିକ କବିମାନଙ୍କ ଭିତରେ ନିଜର ସ୍ଥାନ ସ୍ଥାପିତ କରି ପାରିଥିଲେ। <ref>http://www.suniv.ac.in/life_gangadhar.html </ref>ତାଙ୍କ ଲେଖା ସବୁ ଉତ୍କଳ ଭାରତୀର ଅମୂଲ୍ୟ ରତ୍ନ।
 
== ସାହିତ୍ୟ ସର୍ଜନା ==