"ନୂଆଖାଇ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ବନାନ ସଂଶୋଧନ (via JWB)
ଟିକେ "ମାନଙ୍କୁ" ଶବ୍ଦ ସହ ଲାଗିରହେ (via JWB)
୩୪ କ ଧାଡ଼ି:
 
=== ସାମାଜିକ ଏକତା===
ନୂଆଖାଇ ଏକ ଗଣପର୍ବ । ଗ୍ରାମ ବା ସହରର ପଡ଼ା ଅଞ୍ଚଳରେ ନୂଆଖାଇ ଦିନ ନବାନ୍ନ ଦେଇ ପୂଜା ବିଧି ସମାପ୍ତ ହେବା ପରେ ପରିବାରର ମୁଖ୍ଯଙ୍କ ହାତରୁ ସମସ୍ତେ ନବାନ୍ନ ଭୋଗ ଗ୍ରହଣ କରନ୍ତି । ତାହା ଖାଇ ସାରି ପରିବାରର ସମସ୍ତ ବ୍ୟକ୍ତି ନିଜର ବୟସ୍କ ମାନଙ୍କୁବୟସ୍କମାନଙ୍କୁ ଭୂମିଷ୍ଠ ପ୍ରଣାମ ସହ ଆଶୀର୍ବାଦ ଗ୍ରହଣ କରନ୍ତି । ପରେ ପିଠା ପଣା ସହ ନବାନ୍ନ ଭୋଜି ଖାଇ ସାରି ଗ୍ରାମ ବା ପଡ଼ୋଶୀରେ ଥିବା ସମସ୍ତ ବୟୋଜ୍ୟେଷ୍ଠ ମାନଙ୍କୁ ଭେଟି ପ୍ରଣାମ କରିଥାନ୍ତି । ଏହି ସମୟରେ ଗ୍ରାମ ବା ପଡ଼ାର ଲୋକ ମାନେ ନିଜ ଭିତରେ ପୂର୍ବରୁ ଥିବା ଭେଦ ଭାବ ଭୁଲି ଯାଆନ୍ତି । ପରିବାରମଧ୍ୟରେ ଥିବା ମତଭେଦ ମଧ୍ୟ ଏହି ସମୟରେ ସମାଧାନ ହୋଇଥାଏ ।<ref> What ever may be the fact it is a celebration of the mass. People forget their personal differences and greet each other in this point of view Nua-Khai is not just welcoming the new rice-paddy it is a festival which welcomes general happiness and mass development of the society. People may stay in far of lands, for there livelihood, but in the Nua-Kahi they must come to celebrate this festival with other members of the family with pageantry.http://orissadiary.com/orissa_profile/ori_festival/sep/Nuakhai.asp</ref> ସମସ୍ତେ ପୁଣି ଏକଜୁଟ ହୋଇ ରହନ୍ତି । ଏହା ନୂଆଖାଇ ପର୍ବର ଏକ ବିଶେଷତା ।
 
== ଦଶହରା ସମୟରେ ନବାନ୍ନ ==
"https://or.wikipedia.org/wiki/ନୂଆଖାଇ"ରୁ ଅଣାଯାଇଅଛି