"ଇୟାନ ଚାପେଲ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ବନାନ ସଂଶୋଧନ (via JWB)
ଟିକେ "ମାନଙ୍କୁ" ଶବ୍ଦ ସହ ଲାଗିରହେ (via JWB)
୧ କ ଧାଡ଼ି:
ଇୟାନ ମାଇକେଲ ଚାପେଲ ସେପ୍ଟେମ୍ବର ୨୬, ୧୯୪୩ରେ ଜନ୍ମିତ ଜଣେ ଅଷ୍ଟ୍ରେଲିୟ କ୍ରିକେଟ ଖେଳାଳି । [[ଅଷ୍ଟ୍ରେଲିଆ]]ର ସର୍ବକାଳୀନ ଶ୍ରେଷ୍ଠ ଅଧିନାୟକଙ୍କ ଭିତରୁ ଜଣେ ଥିବା ଇୟାନ ଚାପେଲ ୧୯୭୧ ମସିହାରୁ ୧୯୭୫ ଯାଏ ଅଧିନାୟକ ଥିଲେ । ୧୯୭୫ରେ ICC ବିପକ୍ଷବାଦୀ world cricket ସିରୀଜରେ ଯୋଗଦାନ କାରଣରୁ ସେ ଆଉ ଅଷ୍ଟ୍ରେଲିଆ ଜାତୀୟ ଦଳ ପାଇଁ ଖେଳିଲେ ନାହି । ସେ ୩ ନମ୍ବର ସ୍ଥାନରେ ଖୁବ ଚମତ୍କାର ବ୍ୟାଟିଂ କରିବା ସହ ସ୍ପିନ ବୋଲିଂ ମଧ୍ୟ କରି ଦଳକୁ ଦୃଢ଼ ନେତୃତ୍ୱ ଦେଉଥିଲେ । ତଥାପି ତାଙ୍କର ବକ୍ତବ୍ୟଗୁଡ଼ିକ ପାଇଁ ସେ ବିବାଦୀୟ ମଧ୍ୟ ଥିଲେ । ତାଙ୍କ ସମୟରେ ଅଷ୍ଟ୍ରେଲିଆ ଦଳ " ସ୍ଲେଜିଙ୍ଗ" ପଦ୍ଧତି ପ୍ରଥମ କରି ଅନୁସରଣ କରିଥିଲା , ଯାହାକି ବିଶ୍ୱର ଅନନ୍ୟ କ୍ରିକେଟ ଦଳ ବହୁତ ସମାଲୋଚନା କରିଥିଲେ । ସେ ତାଙ୍କ ଦଳ ଫିଲଡିଙ୍ଗ କରୁଥିବା ବେଳେ ବିପକ୍ଷ୍ୟ ବ୍ଯାଟସମାନ ମାନଙ୍କୁବ୍ଯାଟସମାନମାନଙ୍କୁ ଗାଳି ଗୁଲଜ , ବା ଉତ୍ତେଜିତ କଳା ପରି ଭାଷା ବ୍ୟବହାର କରି ତାଙ୍କର ମନୋବଳ ଭାଙ୍ଗିବାକୁ ଚେଷ୍ଟା କରୁଥିଲେ ଯାହାକୁ " ସ୍ଲେଜିଙ୍ଗ " କୁହ ଯାଏ । ତେବେ ତାଙ୍କର ଦୃଢ଼ ନେତୃତ୍ୱ ମଧ୍ୟ ଥିଲା । 
 
ଇୟାନ ଚ୍ଯାପେଲଙ୍କ "ହୁକ " ଶଟ ତାଙ୍କର trade mark ଶୋଠ ବୋଲି କୁହାଯାଉଥିଲା । ବାଉନ୍ସର ବଲକୁ ସେ ଆରମରେ ହୁକ କରି ପଡିଆ ବାହାରକୁ ପଠେଇବାରେ ଉସତଡ ଥିଲେ .। ତା ସଙ୍ଗେ ସଙ୍ଗେ ସେ ଜଣେ ଚମତ୍କାର ଫିଲଡର ମଧ୍ୟ ଥିଲେ ଓ ଟେଷ୍ଟରେ ୧୦୦ରୁ ବେଶୀ କ୍ଯାଚ ନେଇଥିଲେ ।