"କାଞ୍ଚି ଅଭିଯାନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ "ଠାରୁ" ଶବ୍ଦ ସହ ଲାଗିରହେ (via JWB)
ଟିକେ "ମାନଙ୍କୁ" ଶବ୍ଦ ସହ ଲାଗିରହେ (via JWB)
୨୫ କ ଧାଡ଼ି:
ତୁ ପରା ମୋର ଈଷ୍ଟ ଦେବତା ।"</poem></center>
 
ପୁରୀ ସହରରେ ପ୍ରାୟ ୩୨ଘୋଡା ପ୍ରତିମା ବିଭିନ୍ନ୍ନ ସାହିରେ କୈବର୍ତ୍ତଙ୍କର ଗୃହରେ ପୂଜା ପାଉଅଛନ୍ତି । ଚୈତ୍ର ପୂର୍ଣିମା ଦିନ ପୂଜା ପାଇଁ ତା'ର ପରଦିନ ଜାତିର ପରିଚ୍ଛାଙ୍କ ଗୃହକୁ ଯାଇ ସେଠାରୁ ପଣା ଭୋଗ ଖାଇ ରାଜାଙ୍କ ସିଂହଦ୍ୱାରଠାରେ ଆସି ସମସ୍ତ ବାସେଳୀ ଠାକୁରାଣୀ ମିଳିତ ହୋଇଥାଆନ୍ତି । ଯୋଡି ମହୁରୀ ଓ ଢୋଲବାଦ୍ୟର ତାଳେ ତାଳେ ଘୋଡା ବାସେଳୀଙ୍କ ନାଚରେ କୈବର୍ତ୍ତଗଣ ମଜ୍ଜିଯାଇଛନ୍ତି ।ବଡଦଣ୍ଡ ହରିବୋଲ ହୁଳହୁଳି ଓ କରତାଳିରେ ପ୍ରକମ୍ପିତ ହୋଇ ଉଠୁଛି ପଡୁଛି । ଏହି ସମୟରେ ପୁରୀ ରାଜା ଗଜପତି କୈବର୍ତ୍ତ ମାନଙ୍କୁକୈବର୍ତ୍ତମାନଙ୍କୁ ପ୍ରଶ୍ନ ପଚାରିଛନ୍ତି,ମା'ବାସେଳୀଙ୍କର ଅପାର ମହିମା, ମା'ବାସେଳୀଙ୍କର ଅପାର ଶକ୍ତି ବିଷୟରେ! ଜଣେ କୈବର୍ତ୍ତ ଉତ୍ତର ଦେଲେ ଆପଣ ସମ୍ମୁଖରେ ରହି ମା'ସିଦ୍ଧ ବାସେଳୀଙ୍କର ପରୀକ୍ଷା ନିଅନ୍ତୁ । ରାଜା କହିଲେ ଯଦି ବାସେଳୀ ମା' ପରୀକ୍ଷାରେ ଉତ୍ତୀର୍ଣ ହେବେ, ତେବେ ଆମ୍ଭେ ବିଶ୍ୱାସ କରିବୁ । ପୁନର୍ବାର ରାଜା କହିଲେ ମୁଁ କିଛି ମହାପ୍ରସାଦ କୋଠା ଉପରେ ରଖିଆସିଛି । ଯଦି ଜୁମ ଠାକୁର ମହା ପ୍ରସାଦ ଖାଇ ଫେରିଆସି ତାଙ୍କ ସ୍ୱସ୍ଥାନରେ ବିରାଜମାନ କରିବେ, ତହାହେଲେ ବିଶ୍ୱାସ କରିବୁ ।
 
କୈବର୍ତ୍ତମାନେ ଘୋଡାନାଚ ଗୀତ ବୋଲିଲେ ।