"ରକ୍ତ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ "ଠାରୁ" ଶବ୍ଦ ସହ ଲାଗିରହେ (via JWB)
ଟିକେ ମାନକ ବନାନ (via JWB)
୧ କ ଧାଡ଼ି:
{{ଛୋଟ|Blood}}
[[ଫାଇଲ:Humanbood600x.jpg|ଫ୍ରେମକରା|ମନୁଷ୍ୟ ରକ୍ତ କୋଷର ୬୦୦ ଗୁଣ ବଡବଡ଼ ଛବି]]
'''ରକ୍ତ''' ହେଉଛି ଏକ ପ୍ରକାର ସଂଯୋଜକ [[ତନ୍ତୁ]] । ଏହାର ଅନ୍ତର୍ଗତ [[ଜୀବକୋଷ]]ଗୁଡ଼ିକୁ ରକ୍ତ କୋଷ ବା ରକ୍ତକଣିକା (Blood Corpuscles) କୁହାଯାଏ। ଏହି କଣିକାଗୁଡ଼ିକ ରକ୍ତରେ ଏକ ତରଳ ପଦାର୍ଥରେ ଭାସୁଥାନ୍ତି, ସେହି ତରଳ ପଦାର୍ଥକୁ ପ୍ରଲସି (plasma) କୁହାଯାଏ । ତେଣୁ ସାଧାରଣ ଭାବରେ ବୁଝିବାକୁ ଗଲେ ରକ୍ତ ହେଉଛି ମୁଖ୍ୟତଃ ପ୍ରଲସି ଓ ରକ୍ତ କଣିକାର ସମଷ୍ଟି । ରକ୍ତ ଏକ ଅଠାଳିଆ ତରଳ ପଦାର୍ଥ ଯାହାର ସ୍ୱାଦ ଲୁଣିଆ ଓ ଗନ୍ଧ ଆଇଁଷିଣିଆ । ଏହାର ରଙ୍ଗ ଲାଲ ହୋଇଥିଲେ ମଧ୍ୟ କେତେକ ପରିସ୍ଥିତିରେ ଏହାର ରଙ୍ଗରେ ପାର୍ଥକ୍ୟ ଦେଖାଯାଇଥାଏ । [[ଅଣୁବୀକ୍ଷଣ]] ସାହାଯ୍ୟରେ ରକ୍ତକୁ ପରୀକ୍ଷା କଲେ ସେଥିରେ ଥିବା କଣିକାଗୁଡ଼ିକ ଦେଖାଯାନ୍ତି।
 
୨୭ କ ଧାଡ଼ି:
 
== ଶ୍ୱେତ ରକ୍ତ କଣିକା ==
ଶ୍ୱେତ ରକ୍ତ କଣିକାକୁ ଲିଉକୋସାଇଟ ( Leuccocyte) କୁହାଯାଏ । ଏଗୁଡ଼ିକ ଆୟତନରେ ଲୋହିତ ରକ୍ତ କଣିକା ଅପେକ୍ଷା ବଡ଼।ବଡ଼଼। ଏମାନଙ୍କର ନ୍ୟଷ୍ଟି ଥାଏ। ରକ୍ତରେ ଏମାନଙ୍କର ସଂଖ୍ୟାସବୁ କଣିକାମାନଙ୍କଠାରୁ କମ । ପ୍ରତି ଘନ ମିଲିମିଟର ରକ୍ତରେ ମାତ୍ର ୭୦୦୦ରୁ ୧୦,୦୦୦ ଶ୍ୱେତ ରକ୍ତ କଣିକାଥାଏ । ଶ୍ୱେତ ରକ୍ତ କଣିକାକୁ ମୁଖ୍ୟତଃ ୨ ଭାଗରେ ବିଭକ୍ତ କରାଯାଇଛି;-
# କଣିକାଯୁକ୍ତ ବା ବହୁରୂପୀ ନ୍ୟଷ୍ଟି ବିଶିଷ୍ଟ ଶ୍ୱେତ ରକ୍ତ କଣିକା (polymorpho nuclear leucocyte)
# କଣିକାବିହୀନ ଏକ ନ୍ୟଷ୍ଟିବିଶିଷ୍ଟ ଶ୍ୱେତ ରକ୍ତ କଣିକା
୪୭ କ ଧାଡ଼ି:
 
=== କଣିକାବିହୀନ ବା ଏକ ନ୍ୟଷ୍ଟିବିଶିଷ୍ଟ ଶ୍ୱେତ ରକ୍ତ କୋଷ ===
ସମସ୍ତ ଶ୍ୱେତ ରକ୍ତ କୋଷର ପ୍ରାୟ ୨୮ ଶତାଂଶ ହେଉଛି ଏକ ନ୍ୟଷ୍ଟିବିଶିଷ୍ଟ କୋଷ । ଏହି କୋଷଗୁଡ଼ିକର ନ୍ୟଷ୍ଟି ଗୋଲାକାର ଓ ବଡ଼ବଡ଼଼ ।ଏହା ୨ ପ୍ରକାରର :-
# ମନୋସାଇଟ୍ (ଲଚ୍ଛଚ୍ଚଚ୍ଛମସ୍ଥନ୍ଦର)
# ଲିଂଫୋସାଇଟ୍ ( କ୍ଷସ୍ଥଲଟ୍ଟଶଚ୍ଛମସ୍ଥନ୍ଦର);ଲିଂଫୋସାଇଟ ମଧ୍ୟ ୨ ପ୍ରକାରର :-
"https://or.wikipedia.org/wiki/ରକ୍ତ"ରୁ ଅଣାଯାଇଅଛି