"ରଣବୀର ସିଂ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେ ମାନକ ବନାନ (ବହୁପ୍ରଚଳିତ) (via JWB) |
ଟିକେ ମାନକ ବନାନ (ବହୁପ୍ରଚଳିତ) (via JWB) |
||
୩୨ କ ଧାଡ଼ି:
୬ ଜୁଲାଇ ୧୯୮୫ରେ [[ମୁମ୍ବାଇ]]ର ଏକ ସିନ୍ଧି ପରିବାରରେ ରଣବୀର ସିଂଙ୍କ ଜନ୍ମ । ପିତା ହେଉଛନ୍ତି ଜଗଜିତ୍ ସିଂ ଏବଂ ମା ଅଞ୍ଜୁ । ରଣବୀରଙ୍କ ଜେଜେବାପା ସୁନ୍ଦର ସିଂ ଭବନାନୀ ଓ ଜେଜେମା ଚାନ୍ଦ ବୁର୍କେ ଭାରତ ବିଭାଜନ ବେଳେ କରାଚୀରୁ(ବର୍ତ୍ତମାନର ପାକିସ୍ଥାନ) ଆସି ମୁମ୍ବାଇରେ ବସବାସ କଲେ । ରଣବୀରଙ୍କର ବଡ଼ ଭଉଣୀ ରିତିକା ଭବନାନୀ ସିଂ ହେଉଛନ୍ତି ଅଭିନେତ୍ରୀ ସୋନମ୍ କାପୁରଙ୍କ ମାଉସୀ ଝିଅ ଭଉଣୀ । ରଣବୀରଙ୍କ ମତରେ ତାଙ୍କ ନାଆରେ ଆଉ ସାଜ୍ଞା ଭବନାନୀ ବ୍ୟବହାର ନ କରି କେବଳ ରଣବୀର ସିଂ ନାମରେ ପରିଚିତ ହେବାକୁ ସେ ପସନ୍ଦ କରନ୍ତି ।
ପିଲାଟି ଦିନରୁ ତାଙ୍କର ଅଭିନୟ ତଥା ନାଚ ପ୍ରତି ଆକର୍ଷଣ ରହିଥିଲା । ମୁମ୍ବାଇର H.R. College of Commerce and Economicsରେ ଯୋଗ ଦେବାପରେ ସେ ଅନୁଭବ କଲେ କି ଅଭିନେତା ହେବା ଏତେ ସହଜ ନୁହେଁ । ଅଭିନେତା ହେବା ନିଶାରୁ ସେ ଦୁରେଇଯାଇ ଉଚ୍ଚତର ଶିକ୍ଷା ପାଇଁ ସେ ଯୁକ୍ତରାଷ୍ଟ୍ର ଆମେରିକା ଯାଇ ଇଣ୍ଡିଆନା ୟୁନିଭରସିଟିରୁ କଳାରେ ସ୍ନାତକ ଡିଗ୍ରୀ ହାସଲ କଲେ । ତେବେ ୟୁନିଭର୍ସିଟିରେ ସେ ଅଭିନୟ ଶିକ୍ଷାରେ ରୁଚି ରଖିବା ସହ ଥିଏଟର ପାଠ୍ୟକ୍ରମକୁ ଗୌଣ ବିଷୟ
=== ଅଭିନୟ ଜୀବନ ===
|