"ଫକୀର ମୋହନ ସେନାପତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗସବୁ: Reverted ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
ଟିକେ 2409:4062:229E:4186:CB07:3D4D:2590:6B39 (ଆଲୋଚନା)ଙ୍କ ଦେଇ କରାଯାଇଥିବା ବଦଳକୁ PsubhashishBotଙ୍କ ଦେଇ କରାଯାଇଥିବା ଶେଷ ବଦଳକୁ ଫେରାଇ ଦିଆଗଲା
ଟ୍ୟାଗ: Rollback
୪୦ କ ଧାଡ଼ି:
ଫକୀରମୋହନ ୧୮୫୬ରେ ବିବାହ କରିଥିଲେ । ତେବେ ତାଙ୍କ ପ୍ରଥମ ସ୍ତ୍ରୀଙ୍କ ମୃତ୍ୟୁ ପରେ ସେ ୧୮୭୧ରେ ପୁନର୍ବାର ବିବାହ କରିଥିଲେ । ତାଙ୍କର ପ୍ରଥମ ପୁତ୍ରର ୧୮୭୭ରେ ଛ’ ବର୍ଷ ବୟସରେ ଅକାଳ ମୃତ୍ୟୁ ଘଟିଲା । ୧୮୮୧ରେ ତାଙ୍କର ଦ୍ୱିତୀୟ ସ୍ତ୍ରୀଙ୍କ ଔରସରୁ ଦ୍ୱିତୀୟ ପୁତ୍ର ଜନ୍ମଗ୍ରହଣ କରିଥିଲା । ତାଙ୍କର ଦ୍ୱିତୀୟ ସ୍ତ୍ରୀ ମଧ୍ୟ ୧୮୯୪ରେ ହ‌ଇଜାରେ ପରଲୋକଗାମୀ ହୋ‍ଇଥିଲେ । ପରବର୍ତ୍ତୀ କାଳରେ ନିଜ ପୁତ୍ର ସହ ମଧ୍ୟ ତାଙ୍କର ମନାନ୍ତର ଘଟିଥିଲା । ଏହିପରି ତାଙ୍କର ପାରିବାରିକ ଜୀବନ ନିତାନ୍ତ କଷ୍ଟଦାୟକ ଓ ଦୁର୍ଘଟଣାପୂର୍ଣ୍ଣ ଥିଲା ।
 
fakir Mohan senapati== '''ସାହିତ୍ୟ ସର୍ଜନା''' ==
 
=== ଉପନ୍ୟାସ ===