"ମାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ "ଠାରୁ" ଶବ୍ଦ ସହ ଲାଗିରହେ (via JWB)
ଟିକେ "ପରବର୍ତ୍ତୀ" ସଠିକ ବନାନ (via JWB)
୪ କ ଧାଡ଼ି:
 
== ଚାନ୍ଦ୍ରମାସ ==
ଚନ୍ଦ୍ର ପୃଥିବୀର ଚାରିପାଖରେ ଯେଉଁ ସମୟ ମଧ୍ୟରେ ଥରେ ବୁଲି ଆସେ ତାହା [[ଚାନ୍ଦ୍ରମାସ]] ନାମରେ ଅଭିହିତ । ଏହା ପୂର୍ଣ୍ଣିମାର ପରଦିନ (କୃଷ୍ଣ ପ୍ରତିପଦ)ଠାରୁ ଆରମ୍ଭ ହୋଇ ପରବର୍ତ୍ତୀ ପୂର୍ଣ୍ଣିମାରେ ଶେଷ ହୁଏ । ଏହାକୁ ଗୌଣ ଚାନ୍ଦ୍ରମାସ ବୋଲାଯାଏ । ମୂଖ୍ୟ ଚାନ୍ଦ୍ରମାସ ଅମାବାସ୍ୟା ପରଦିନ (ଶୁକ୍ଳ ପ୍ରତିପଦ ଅର୍ଥାତ୍‌ ନୂତନ ଚନ୍ଦ୍ରକଳା ଦର୍ଶନ ଠାରୁ) ଠାରୁ ଆରମ୍ଭ ହୋଇ ପରବର୍ତ୍ତିପରବର୍ତ୍ତୀ ଅମାବାସ୍ୟାରେ ଶେଷ ହୁଏ । ୧୨ଟି ଚାନ୍ଦ୍ରମାସ ହେଲା: ବୈଶାଖ, ଜ୍ୟୈଷ୍ଠ, ଆଷାଢ଼, ଶ୍ରାବଣ, ଭାଦ୍ରବ, ଆଶ୍ୱିନ, କାର୍ତ୍ତିକ, ମାର୍ଗଶିର, ପୌଷ, ମାଘ ଫାଲ୍‌ଗୁନ ଓ ଚୈତ୍ର । ଚାନ୍ଦ୍ରମାସ କେବେ କେବେ ୨୭, ୨୮, ୨୯ ଓ ୩୦ ଦିନ ହୁଏ । ୧୨ଟି ଚାନ୍ଦ୍ରମାସର ପରିମାଣ ୩୫୪ ଦିନ ।
 
=== ବୈଶାଖ ===
"https://or.wikipedia.org/wiki/ମାସ"ରୁ ଅଣାଯାଇଅଛି