"ରାସାୟନିକ ମୌଳିକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ "ଠାରୁ" ଶବ୍ଦ ସହ ଲାଗିରହେ (via JWB)
ଟିକେ ସଠିକ ବନାନ (କରାଯାଇଥିଲା) (via JWB)
 
୮ କ ଧାଡ଼ି:
ସମସ୍ତ ବସ୍ତୁର ମୂଳ ହେଉଛି ମୌଳିକ । ଏମାନେ ମିଶି ଅଣୁ ଗଠନ କରନ୍ତି ।
[[ଫାଇଲ:Periodic table.svg|500px|thumb|ମୌଳିକମାନଙ୍କର ପର୍ଯ୍ୟାୟ ସାରଣୀ]]
ଆଜି ପର୍ଯ୍ୟନ୍ତ ୧୧୮ଟି ମୌଳିକ ଆବିଷ୍କାର କରାଯାଇଛି । ତନ୍ମଧ୍ୟରୁ ୯୨ଟି ମୌଳିକ ପ୍ରକୃତିରୁ ମିଳେ ଏବଂ ମାନବ ଶରୀର ୨୬ଟି ମୌଳିକକୁ ନେଇ ଗଠିତ । ଅନ୍ୟଗୁଡ଼ିକ ଗବେଷଣାଗାରରେ ପ୍ରସ୍ତୁତ କରାଯାଏ । ୧୭୮୯ରେ ଶେଷ ପ୍ରାକୃତିକ ମୌଳିକ ଭାବେ [[ୟୁରାନିଅମ|ୟୁରାନିୟମ୍]] ଆବିଷ୍କାର କରଯାଇଥିଲାକରାଯାଇଥିଲା । ୧୯୩୭ରେ ପ୍ରଥମ କୃତ୍ରିମ ମୌଳିକ [[ଟେକ୍ନିସିଅମ|ଟେକ୍ନେଟିୟମ୍]] ପ୍ରସ୍ତୁତ କରାଯାଇଥିଲା ।
 
ରାସାୟନିକ ମୌଳିକମାନଙ୍କୁ [[ପର୍ଯ୍ୟାୟ ସାରଣୀ]]ରେ ସଜାଯାଇଥାଏ । ସାରଣୀରୁ ମୌଳିକମାନଙ୍କର ଗୁଣ ଓ ଅନ୍ୟ ମୌଳିକମାନଙ୍କ ସହ ତୁଳନା ଜଣା ପଡ଼ିଥାଏ ।