"ଫକୀର ମୋହନ ସେନାପତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
→‎ସାହିତ୍ୟ ସର୍ଜନା: ବନାନ ସୁଧାରିଲି
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
→‎ସାହିତ୍ୟ ସର୍ଜନା: ବନାନ ସୁଧାରିଲି
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
୭୧ କ ଧାଡ଼ି:
 
=== କବିତା ===
ଫକୀରମୋହନଙ୍କ ପ୍ରଥମ କବିତା ସଙ୍କଳନ ’ଉତ୍କଳ ଭ୍ରମଣ' ୧୮୯୨ରେ ପ୍ରକାଶ ପାଇଥିଲା। ତାଙ୍କର ଅନ୍ୟାନ୍ୟ ପଦ୍ୟ କୃତିମାନଙ୍କ ମଧ୍ୟରେ ’ପୁଷ୍ପମାଳା’, ’ଉପହାର’, ’ପୂଜା ଫୁଲ’, ’ପ୍ରାର୍ଥନା’, 'ଅବସର ବାସରେ' ଓ ’ଧୂଳି’ ପ୍ରଧାନ । ନିଜସ୍ୱ କୃତି ବ୍ୟତୀତ ସେ ମଧ୍ୟ ସଂସ୍କୃତ ’ମହାଭାରତ’ ଓ ’ରାମାୟଣ’କୁ ଓଡ଼ିଆରେ ଅନୁବାଦ କରିଥିଲେ । ଏ ଦୁଇଟିଯାକ ଆକ୍ଷରିକ ଅନୁବାଦ ନୁହେଁ ବରଂ ଭାବାନୁବାଦ । ତାଙ୍କର ପ୍ରଥମ ସ୍ତ୍ରୀ ରୋଗଶଯ୍ୟାରେ ଥିବାବେଳେ ରାମାୟଣ ଓ ମହାଭାରତକୁ ଓଡ଼ିଆରେ ଶୁଣିବାକୁ ଇଚ୍ଛା କରିବାରୁ ସେ ଏହି ଅନୁବାଦ ଦ୍ୱୟ କରିଥିଲେ । ତେବେ ତାଙ୍କର ଏହି ରଚନା ଦ୍ୱୟ ଓଡ଼ିଆ ସାହିତ୍ୟକୁ ସମୃଦ୍ଧ କରିଥିବାରୁ ତାଙ୍କର ଏହି ମହତ ପ୍ରଚେଷ୍ଟା ଲାଗି ତାଙ୍କୁ ବ୍ୟାସକବିର ଆଖ୍ୟା ଦିଆଯା‍ଇଛି । ତତ୍କାଳୀନ ବାମରାରବାମଣ୍ଡାର ରାଜାଙ୍କଦ୍ୱାରା ସେ ମଧ୍ୟ "ସରସ୍ୱତୀ" ଉପାଧିରେ ଭୂଷିତ ହୋ‍ଇଥିଲେ ।
 
=== ପତ୍ରପତ୍ରିକା ଓ ସଙ୍ଗଠନ ===