"କାର୍ତ୍ତିକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ "ଠାରୁ" ଶବ୍ଦ ସହ ଲାଗିରହେ (via JWB)
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୩ କ ଧାଡ଼ି:

କୃତ୍ତିକା ନକ୍ଷତ୍ର ଯୁକ୍ତ [[ପୂର୍ଣ୍ଣିମା]] ପଡୁଥିବା ଚାନ୍ଦ୍ରମାସକୁ '''କାର୍ତ୍ତିକ''' ମାସ କହନ୍ତି । ଏହାର ପୂର୍ବବର୍ତ୍ତୀ ମାସ [[ଆଶ୍ୱିନ]] ଓ ପରବର୍ତ୍ତୀ ମାସ [[ମାର୍ଗଶୀର]] ।
ନାରଦୀୟ ପୁରାଣ ମତେ ମାସ ମଧ୍ୟରେ କାର୍ତ୍ତିକ ମାସ ହେଉଛି ଶ୍ରେଷ୍ଠ ମାସ, ଯେପରି ଯୁଗ ମଧ୍ୟରେ ଶ୍ରେଷ୍ଠ ସତ୍ୟଯୁଗ । ଏହା ଧର୍ମ ମାସ ହୋଇଥିବାରୁ ଗାଁରୁ ସହର ପର୍ଯ୍ୟନ୍ତ ଜନଗଣ ଏ ମାସଟିକୁ ନିଷ୍ଠା ସହକାରେ ପାଳନ କରନ୍ତି । ମାସସାରା ପାଳି ନ ପାରିଲେ [[ପଞ୍ଚକ|ପଞ୍ଚୁକ]] ପାଞ୍ଚଦିନ ପାଳନ୍ତି । ଏହି ସମୟରେ ଦୀପାବଳି ଦୀପଦାନ, ବୋଇତ ବନ୍ଦାଣ, ରାଧା ଦାମୋଦର ପୂଜା, ବଡ଼ଓଷା, ବାଲୁଙ୍କା ପୂଜା ଇତ୍ୟାଦି କରନ୍ତି ।
ଏହି ମାସରେ ଓଡ଼ିଆ ହିନ୍ଦୁମାନେ ଆମିଷ ଖାଆନ୍ତି ନାହିଁ।
ଏହା ଓଡ଼ିଆ ହିନ୍ଦୁମାନଙ୍କର ସପ୍ତମ ମାସ। ଏହା ଓ ଏହାର ପରବର୍ତ୍ତୀ ମାସ ହେମନ୍ତ ଋତୁ।

ପୌରାଣିକ ମତେ ପରମପିତା ବ୍ରହ୍ମା ଦେବର୍ଷି ନାରଦଙ୍କୁନାଦଙ୍କୁ କାର୍ତ୍ତିକ ମାସମାସର ମହାତ୍ମ୍ୟ ବୁଝାଇ କହୁଛନ୍ତି – ମାସମାନଙ୍କ ମଧ୍ୟରେ କାର୍ତ୍ତିକ, ଦେବତାମାନଙ୍କ ମଧ୍ୟରେ ଭଗବାନ ବିଷ୍ଣୁ ଏବଂ ତୀର୍ଥମାନଙ୍କ ମଧ୍ୟରେ ନାରାୟଣ ତୀର୍ଥ ବଦରିକାଶ୍ରମ ଶ୍ରେଷ୍ଠ ଅଟେ I
ଏ ତିନି କଳିଯୁଗରେ ଅତ୍ୟନ୍ତ ଦୁର୍ଲଭ I

“ ନା କାର୍ତ୍ତିକ ସମୋ ମାସୋ ନ କୃତେନ ସମଂ ଯୁଗମ୍ବ

ନ ବେଦ ସଦୃଶଂ ଶାସ୍ତ୍ରଂ ନ ତୀର୍ଥଂ ଗଙ୍ଗାୟା ସମମ୍ I ”

ଅର୍ଥାତ କାର୍ତ୍ତିକ ପରି ମାସ ନାହିଁ, ସତ୍ୟଯୁଗ ପରି ଯୁଗ ନାହିଁ, ବେଦସଦୃଶ ଶାସ୍ତ୍ର ନାହିଁ ଏବଂ ଗଙ୍ଗା ପରି ତୀର୍ଥ ନାହିଁ I କାର୍ତ୍ତିକ ମାସ ଭଗବାନ ବିଷ୍ଣୁଙ୍କର ଅତିପ୍ରିୟ ମାସ । ତନ୍ମଧ୍ୟରୁ ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ପବିତ୍ର ଦିବସ । ଏହି ପାଞ୍ଚଦିନକୁ ଭୀଷ୍ମ ପଞ୍ଚକ, ବକ ପଞ୍ଚକ, ମହାପଞ୍ଚକ ଇତ୍ୟାଦି କୁହାଯାଏ ।

ପୌରାଣିକ ମତେ ପରମପିତା ବ୍ରହ୍ମା ଦେବର୍ଷି ନାରଦଙ୍କୁ କାର୍ତ୍ତିକ ମାସ ମହାତ୍ମ୍ୟ ବୁଝାଇ କହୁଛନ୍ତି – ମାସମାନଙ୍କ ମଧ୍ୟରେ କାର୍ତ୍ତିକ, ଦେବତାମାନଙ୍କ ମଧ୍ୟରେ ଭଗବାନ ବିଷ୍ଣୁ ଏବଂ ତୀର୍ଥମାନଙ୍କ ମଧ୍ୟରେ ନାରାୟଣ ତୀର୍ଥ ବଦରିକାଶ୍ରମ ଶ୍ରେଷ୍ଠ ଅଟେ I
ଏ ତିନି କଳିଯୁଗରେ ଅତ୍ୟନ୍ତ ଦୁର୍ଲଭ I

“ ନା କାର୍ତ୍ତିକ ସମୋ ମାସୋ ନ କୃତେନ ସମଂ ଯୁଗମ୍ବ

ନ ବେଦ ସଦୃଶଂ ଶାସ୍ତ୍ରଂ ନ ତୀର୍ଥଂ ଗଙ୍ଗାୟା ସମମ୍ I ”

ଅର୍ଥାତ କାର୍ତ୍ତିକ ପରି ମାସ ନାହିଁ, ସତ୍ୟଯୁଗ ପରି ଯୁଗ ନାହିଁ, ବେଦସଦୃଶ ଶାସ୍ତ୍ର ନାହିଁ ଏବଂ ଗଙ୍ଗା ପରି ତୀର୍ଥ ନାହିଁ I କାର୍ତ୍ତିକ ମାସ ଭଗବାନ ବିଷ୍ଣୁଙ୍କର ଅତିପ୍ରିୟ ମାସ । ତନ୍ମଧ୍ୟରୁ ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ପବିତ୍ର ଦିବସ । ଏହି ପାଞ୍ଚଦିନକୁ ଭୀଷ୍ମ ପଞ୍ଚକ, ବକ ପଞ୍ଚକ, ମହାପଞ୍ଚକ ଇତ୍ୟାଦି କୁହାଯାଏ ।
== ପର୍ବପର୍ବାଣି ==
କାର୍ତ୍ତିକ ମାସରେ ପାଳନ କରାଯାଉଥିବା ପର୍ବ ପର୍ବାଣିଗୁଡ଼ିକ ହେଲା: