"ମାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୪୪ କ ଧାଡ଼ି:
== ସୌରମାସ ==
ସୂର୍ଯ୍ୟ ଯେଉଁ ସମୟରେ ଏକ ରାଶିରେ ଅବସ୍ଥାନ କରେ ତାହା ସୌର ମାସ । (ସୂର୍ଯ୍ୟଙ୍କର ଏକ ରାଶିରେ ଉଦୟ ହେବା କାଳକୁ ସୌର ମାସ ବୋଲାଯାଏ) । ଏହା ସଂକ୍ରାନ୍ତିରୁ ଆରମ୍ଭ ହୋଇ ପରବର୍ତ୍ତୀ ମାସାନ୍ତରେ ଶେଷ ହୁଏ । ଏହା କେବେ ୨୯, କେବେ ୩୦, କେବେ ୩୧ ଦିନ ଓ କେବେ ୩୨ ଦିନ ବ୍ୟାପି ହୁଏ । ୧୨ଟି ସୌରମାସ ପରିମାଣ ୩୬୫ ଦିନ । ମେଷ, ବୃଷ, ମିଥୁନ, କର୍କଟ, ସିଂହ, କନ୍ୟା, ତୁଳା ବିଛା, ଧନୁ, ମକର, କୁମ୍ଭ, ମୀନ ।
===୧. ମେଷ ===
 
===ବୃଷ===
=== ମିଥୁନ ===
"https://or.wikipedia.org/wiki/ମାସ"ରୁ ଅଣାଯାଇଅଛି