"ଚନ୍ଦ୍ରଶେଖର ଭେଙ୍କଟ ରମଣ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
→‎ପ୍ରାରମ୍ଭିକ ଜୀବନ ଓ ଶିକ୍ଷା: ବ୍ୟାକରଣ ସଜାଡ଼ିଲେ
ଟ୍ୟାଗସବୁ: Reverted ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
ଟିକେ 2401:4900:3E87:3A93:0:0:C3A:7FAC (ଆଲୋଚନା)ଙ୍କ ଦେଇ କରାଯାଇଥିବା ବଦଳକୁ PsubhashishBotଙ୍କ ଦେଇ କରାଯାଇଥିବା ଶେଷ ବଦଳକୁ ଫେରାଇ ଦିଆଗଲା
ଟ୍ୟାଗ: Rollback
୩୫ କ ଧାଡ଼ି:
'''ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ''' (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ [[ଭାରତ|ଭାରତୀୟ]] ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା ‍‌([[ରମଣ ପ୍ରଭାବ]]) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରାଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ୱଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ , କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତିରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣାକୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବଦ୍ୱାରା ହୋଇଥାଏ । ୧୯୫୪ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ ।
 
='=ପ୍ରାରମ୍ଭିକ ଜୀବନ ଓ ଶିକ୍ଷା ==
ସି.ଭି ରମଣ ତିରୁଚିରାପଲ୍ଲୀ, ତାମିଲନାଡୁର ଏକ ବ୍ରାହ୍ମଣ ପରିବାରରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତା ଚନ୍ଦ୍ରଶେଖର ରାମନାଥନ୍ ଅୟର ଗଣିତ ଓ ଭୌତିକ ବିଜ୍ଞାନର ଅଧ୍ୟାପକ ଥିଲେ ।ତାଙ୍କ ମା ପାର୍ବତୀ ଅମ୍ମାଲ ଜଣେ ସଂସ୍କୃତ ପରିବାରର ମହିଳା ଥିଲେ।
 
ତାଙ୍କ ପିତା ୧୮୯୨ରେ ଶ୍ରୀମତୀ ଏ ବି ଏନ୍ କଲେଜ, ବିଶାଖାପଟନମ୍ରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ ,ତେଣୁ ତାଙ୍କର ପ୍ରାରମ୍ଭିକ ଶିକ୍ଷା ସେଠାକାର ଏସ୍ ଏ ଏଙ୍ଗ୍ଲୋ ଇଣ୍ଡିଆନ ଉଚ୍ଚ ବିଦ୍ୟାଳୟରେ ହୋଇଥିଲା ।
 
ମାତ୍ର ୧୨ ବର୍ଷ ବୟସରେ ସେ ମାଟ୍ରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିଲେ ଏବଂ୧୪ ବର୍ଷ ବୟସରେ ଯୁକ୍ତ ଦୁଇ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିଲେ । ୧୯୦୨ରେ ସେ ମାଡ୍ରାସର ପ୍ରେସିଡେନ୍ସି କଲେଜରେ ଯୋଗ ଦେଲେ । ପରେ ସେ ମାଡ୍ରାସ ବିଶ୍ୱବିଦ୍ୟାଳୟରେ ପଢ଼ି ସେଠାରୁ ବି ଏ ଡିଗ୍ରୀ ହାସଲ କଲେ ।ସେଠାରେ ସେ ଭୌତିକ ବିଜ୍ଞାନରେ ପ୍ରଥମ ହେଲେ ଏବଂ ତାଙ୍କୁ ସୁନା ପଦକ ଦିଆଗଲା । ୧୯୦୭ରେ ସେ ମାଡ୍ରାସ ବିଶ୍ୱବିଦ୍ୟାଳୟରୁ ଏମ୍ ଏସ୍ ସି ଡିଗ୍ରୀ ହାସଲ କଲେ ।'
 
==କର୍ମମୟ ଜୀବନ====କର୍ମମୟ ଜୀବନ==