"ଉତ୍କଳ ଦିବସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
→‎ଇତିହାସ: ବନାନ ସୁଧାରିଲି
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
୫ କ ଧାଡ଼ି:
 
== ଇତିହାସ ==
ଏକ ସ୍ୱତନ୍ତ୍ର ରାଜ୍ୟ ଗଠନ ପାଇଁ ମୁଖ୍ୟ ବିପ୍ଳବ [[ଉତ୍କଳ ସମ୍ମିଳନୀ]] ଗଠନ ଦିନଠାରୁ ତିନି ଦଶନ୍ଧି ଧରି ଲାଗିରହିଥିଲା ଓ ଏହା ଏକ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶର ମୂଳଦୁଆ ସ୍ଥାପନକରିଥିଲା । ମଧୁସୂଦନ ଦାସ, ଗୋପବନ୍ଧୁ ଦାସ, ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଆଦିଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ ଅଧିକ ତୀବ୍ର ହୋଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ମିଳିଥିଲା । ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଉତ୍କଳ ଦିବସ ନାମରେ ପାଳନ କରାଯାଇ ସ୍ୱତନ୍ତ୍ର ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣକରାଯାଏ । <ref name=Orissareview08/>,<ref>[http://orissagov.nic.in/e-magazine/Orissareview/April2006/engpdf/formation_of_orissa_as_separate.pdf ଓଡ଼ିଶା ରିଭିଉ ଏପ୍ରିଲ ୨୦୦୬] ଅଲଗା ଓଡ଼ିଶା ରାଜ୍ୟ ଗଠନ- ପରେଶ୍ୱର ସାହୁ</ref><ref>[http://timesofindia.indiatimes.com/india/Orissas-new-name-is-Odisha/articleshow/7780712.cms ଟାଇମସ ଅଫ ଇଣ୍ଡିଆ, ଓଡ଼ିଶାର ନାମ ବଦଳ]</ref> ଏବେ ଓଡ଼ିଶାରେ [[ଓଡ଼ିଶାର ଜିଲ୍ଲାମାନଙ୍କର ତାଲିକା|୩୦ଟି ଜିଲ୍ଲା]] ରହିଛି ।
 
== ଅଧିକ ପଠନ ==