"କେନ୍ଦ୍ରାପଡ଼ା ଜିଲ୍ଲା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ସଠିକ ବନାନ (କରାଯାଇଥିଲା) (via JWB)
ଟିକେ ହୋଇଅଛି -> ହୋଇଛି (ବହୁପ୍ରଚଳିତ ଓ ଆଧୁନିକ ରଚନାଶୈଳୀ) (via JWB)
୭୯ କ ଧାଡ଼ି:
ଶିକ୍ଷା କ୍ଷେତ୍ରରେ କେନ୍ଦ୍ରାପଡ଼ା ଅନ୍ୟାନ୍ୟ ଜିଲ୍ଲା ତୁଳନାରେ ଅନେକ ଆଗରେ ରହିଛି । ୧୮୪୪ ମସିହାରେ ସର୍ବ ପ୍ରଥମେ ଓଡ଼ିଶାର (କଟକ ସହର ନୁହେଁ) ହରିପୂର,ରେମୁଣା,କେନ୍ଦ୍ରାପଡ଼ାରେ ପ୍ରାଥମିକ ବିଦ୍ୟାଳୟ ସ୍ଥାପିତ ହୋଇଥିଲା ।୧୮୬୩ ମସିହାରେ ଏହି ବିଦ୍ୟାଳୟ ମଧ୍ୟ ଇଂରାଜୀ ଓ ୧୮୮୩ ମସିହାରେ ତତ୍କାଳୀନ ଏସଡିଓ କୀର୍ତିଗୋବିନ୍ଦ ଗୁପ୍ତଙ୍କଦ୍ୱାରା ଉଚ ବିଦ୍ୟାଳୟରେ ପରିଚିତ ହୋଇଥିଲା ।ବିଶିଷ୍ଟ ଶିକ୍ଷାବିତ ଜାମାଲଉଦ୍ଦୀନ ଓ ପଲ୍ଲୀକବି ନନ୍ଦକିଶୋର ବଳ ଏହି ବିଦ୍ୟାଳୟର ପ୍ରାକ୍ତନ ଛାତ୍ର ଥିଲେ।ଏହାପରେ ୧୮୯୩ ମସିହାରେ କେନ୍ଦ୍ରାପଡ଼ା ସହରରେ ନାରୀଶିକ୍ଷାର ପ୍ରସାର ପାଇଁ ଫ୍ରେଜର ବାଳିକା ବିଦ୍ୟାଳୟ ସ୍ଥାପିତ ହୋଇଥିଲା ।
 
୧୮୯୩ ମସିହାରେ ,ସର୍ବ ପ୍ରଥମେ କେନ୍ଦ୍ରାପଡ଼ାରେ ଏକ ସର୍ବସାଧାରଣ ପାଠାଗାର ସ୍ଥାପିତ ହୋଇଥିଲା,ଏହାର ନାମ ତତ୍କାଳୀନ ଥିଲା ‘ନରେନ୍ଦ୍ର ପାଠାଗାର’ ମାତ୍ର ମହାରାଣୀ ଭିକ୍ଟୋରିଆଙ୍କ ଜନ୍ମ ଜୟନ୍ତୀରେଏହାର ନାମ ‘ଡାଏମଣ୍ଡଯୁବଲୀ ଲାଇବ୍ରେରୀ’ ହୋଇଥିଲା । ସ୍ୱାୟତ ଶାସନ ପ୍ରସଙ୍ଗରେ ସର୍ବପ୍ରଥମେ କେନ୍ଦ୍ରାପଡ଼ାରେ ତା ୧୦.୦୩.୧୮୬୯ ମସିହାରେ ମୁନିସିପାଲିଟି ସ୍ଥାପିତ ହୋଇଥିଲା । ଏହି ପୌରସଂସ୍ଥା ଓଡ଼ିଶାର ସର୍ବପ୍ରଚୀନ ଓ ସର୍ବପ୍ରଥମ ପୌରସଂସ୍ଥା ଭାବରେ ନମିତା ହୋଇଅଛିହୋଇଛି । କଟକ ଗେଜେଟିୟରରେ ଏ ସମ୍ପର୍କରେ ଉଲ୍ଲେଖ ରହିଛି।
 
==ଭୂଗୋଳ==