"ବିଦ୍ୟୁତ୍-ଚୁମ୍ବକୀୟ ପ୍ରଭାବ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ବନାନ ସଂଶୋଧନ (ମାନକ ବନାନ) (via JWB)
ଟିକେ ହୋଇଅଛି -> ହୋଇଛି (ବହୁପ୍ରଚଳିତ ଓ ଆଧୁନିକ ରଚନାଶୈଳୀ) (via JWB)
୧୫ କ ଧାଡ଼ି:
୪. ଏକ ତାର କୁଣ୍ଡଳୀକୁ ଚୁମ୍ବକୀୟ କ୍ଷେତ୍ର ପାଖକୁ ବା ତା’ଠାରୁ ଦୂରକୁ ନେଲେ ସେଥିରେ ବିଦ୍ୟୁତ୍ ପ୍ରବାହ ହୋଇଥାଏ । ବିଦ୍ୟୁତ୍ ପ୍ରବାହର ଦିଗ ଚୁମ୍ବକ ଆଡକୁ ବା ତାହାଠାରୁ ଦୂରକୁ ଯାଉଥିବା ତାର କୁଣ୍ଡଳୀର ଗତିର ଦିଗ ଉପରେ ନିର୍ଭର କରେ ।[[File:Andre-marie-ampere2.jpg|thumb|140px|left|ଆଣ୍ଡ୍ରେ ମେରି ଆମ୍ପିୟର୍]] 
[[File:SS-faraday.jpg|thumb|140px|ମାଇକେଲ୍ ଫାରାଡ଼େ]]
୧୮୨୦ ମସିହାରେ '''ହାନ୍ସ୍ ଖ୍ରୀଷ୍ଟିୟାନ୍ ଓରଷ୍ଟେଡ୍''' ପରୀକ୍ଷା କରି ଦେଖିଥିଲେ ଯେ ସ୍ୱିଚ୍ ଖୋଲି ବା ବନ୍ଦ କରି, ଏକ ତାରରେ ବିଦ୍ୟୁତ୍ ପ୍ରବାହ ହେଲେ ତାହା ପାଖରେ ଥିବା ଏକ ଦିଗବାରେଣୀ ଯନ୍ତ୍ରର ସୂଚୀ ବିକ୍ଷେପିତ ହୋଇଥାଏ । ବିଦ୍ୟୁତ୍ ପ୍ରବାହ ହେଲେ ତା’ ଚାରିପଟେ ସୃଷ୍ଟି ହୋଇଥିବା ଚୁମ୍ବକୀୟ କ୍ଷେତ୍ରର ପ୍ରଭାବରେ ଏପରି ହୋଇଥାଏ କିନ୍ତୁ ସେ ଏହି ବିକ୍ଷୟରେ ଆଉ ଅଧିକ ବିବରଣୀ ଦେଇପାରିଲେ ନାହିଁ । ପରେ ଅଧିକ ପରୀକ୍ଷା କରି ସେ ବୈଦ୍ୟୁତିକ କ୍ଷେତ୍ର ଓ ଚୁମ୍ବକୀୟ କ୍ଷେତ୍ର ମଧ୍ୟରେ ଘନିଷ୍ଠ ସମ୍ପର୍କ ରହିଥିବା କଥା ପ୍ରକାଶ କରିଥିଲେ । ବିଦ୍ୟୁତ୍-ଚୁମ୍ବକତ୍ୱ କ୍ଷେତ୍ରରେ ଅବଦାନ ପାଇଁ ତାଙ୍କରି ନାମରେ ବିଦ୍ୟୁତ୍-ଚୁମ୍ବକୀୟ ଉପପାଦନର ମାତ୍ରକକୁ ନାମିତ କରାଯାଇଛି । ଆହୁରି ମଧ୍ୟ ତାଙ୍କ ଗବେଷଣାକୁ ବ୍ୟବହାର କରି '''ଆଣ୍ଡ୍ରେ ମେରି ଆମ୍ପିୟର୍''' ବିଦ୍ୟୁତ୍ ପରିବାହକ ଓ ଚୁମ୍ବକୀୟ ବଳ ମଧ୍ୟରେ ଗାଣିତିକ ସୂତ୍ରର ନିରୂପଣ କରିଥିଲେ । ଆମ୍ପିୟରଙ୍କ ନାମରେ ବିଦ୍ୟୁତ୍ ସ୍ରୋତର ମାତ୍ରକ ନାମିତ ହୋଇଅଛିହୋଇଛି
 
ଓରଷ୍ଟେଡଙ୍କ ଗବେଷଣା ଯୋଗୁଁ ପରବର୍ତ୍ତୀ ସମୟରେ '''ଏକକ ଶକ୍ତି ତତ୍ତ୍ୱ''' (ଈଂରାଜୀରେ Unified Concept of Energy)ର ସଂକଳ୍ପନା ସମ୍ଭବପର ହୋଇପାରିଲା । ପ୍ରଥମେ ମାଇକେଲ୍ ଫାରାଡ଼େ, ତା’ପରେ ମାକ୍ସୱେଲ୍, ପରବର୍ତ୍ତୀ ସମୟରେ ଓଲିଭର୍ ହିଭିସାଇଡ୍ ଓ ହାଇନରିଖ୍ ହର୍ଜ୍ଙ୍କ ଗବେଷଣା ଯୋଗୁଁ ଏକକ ଶକ୍ତି ତତ୍ତ୍ୱ ସମ୍ପୂର୍ଣ୍ଣ ଭାବେ ବିକଶିତ ହେଲା । ଏହାକୁ ଉନବିଂଶ ଶତାବ୍ଦୀରେ ଗାଣିତିକ ଭୌତିକ ବିଜ୍ଞାନର ଏକ ବୃହତ୍ ଉପଲବ୍ଧି ବୋଲି କୁହାଯାଇପାରେ ।  ଆଲୋକର ପ୍ରକୃତି କଣ ତାହା ଜାଣିବାରେ ଏହି ତତ୍ତ୍ୱ ସହାୟକ ହେଲା । ସେହି ସମୟରେ ପ୍ରସ୍ତାବିତ ବିଦ୍ୟୁତ୍-ଚୁମ୍ବକତ୍ୱଠାରୁ ଏହା ଏକପଦ ଅଗ୍ରଗାମୀ ହୋଇ ଏକ ସାଧାରଣ ତତ୍ତ୍ୱର ବିକାଶ ହେଲା । ଆଲୋକ ଏବଂ ଅନ୍ୟ ବିଦ୍ୟୁତ୍-ଚୁମ୍ବକୀୟ ତରଙ୍ଗ ପ୍ରମାତ୍ରିକ ରୂପ (ଈଂରାଜୀରେ Quantised Form) ଧାରଣ କରି '''ଫୋଟୋନ୍''' (ଈଂରାଜୀରେ Photon) ନାମରେ ଅଭିହିତ ହୁଅନ୍ତି । ଏହି ଫୋଟୋନ୍ ଦୋଳାୟମାନ ବିଦ୍ୟୁତ୍-ଚୁମ୍ବକୀୟ କ୍ଷେତ୍ରର ଏକ ଅବ୍ୟବସ୍ଥା ଓ ଏହା ଯେ କୌଣସି ମାଧ୍ୟମରେ ସ୍ୱତଃ ପ୍ରସାରିତ ହୋଇଥାଏ । ଏହି ଦୋଳନର ଆବୃତ୍ତି ବିଭିନ୍ନ ପ୍ରକାରର ବିଦ୍ୟୁତ୍-ଚୁମ୍ବକୀୟ ବିକୀରଣର ସୂଚକ । ନିମ୍ନ ଆବୃତ୍ତିରେ ଏହା ରେଡିଓ ତରଙ୍ଗ, ମଧ୍ୟମ ଆବୃତ୍ତିରେ ଏହା ଆଲୋକ ଓ ଉଚ୍ଚ ଆବୃତ୍ତିରେ ଏହା ଗାମା କିରଣର ରୂପ ନେଇଥାଏ।