"ଓଡ଼ିଶୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟିକେNo edit summary
୧୮ କ ଧାଡ଼ି:
===ଆରମ୍ଭ ଓ ଇତିହାସ===
[[ଫାଇଲ:Temple-Jagannath.jpg|thumb|୫୦୦px|[[ଜଗନ୍ନାଥ ମନ୍ଦିର]] ନୀତିରେ ଓଡ଼ିଶୀ]]
[[ଖାରବେଳ]]ଙ୍କ ସମୟରେ ଅଙ୍କାଯାଇଥିବା [[ଉଦୟଗିରି]]ର ମଞ୍ଚପୁରି ଗୁମ୍ଫାରେ ସବୁଠୁ ପୁରୁଣା ଓଡ଼ିଶୀ ନାଚର ଛବି ଦେଖିବାକୁ ମିଳିଥାଏ । ନାରୀମାନଙ୍କ ବାଦ୍ୟଯନ୍ତ୍ର ବାଜଣା ସହ ଓଡ଼ିଶୀ ନର୍ତକୀମାନଙ୍କରନର୍ତ୍ତକୀମାନଙ୍କର ନାଚକୁ ଖାରବେଳ ଉପଭୋଗ କରୁଥିଲେ । ତେଣୁ ଆରମ୍ଭରେ ଏହା ଧର୍ମ ସହ ଯୋଡ଼ା ନଥିଲା, ପରେ ଏହା ମନ୍ଦିର ଚଳଣିରେ ଯୋଡ଼ିହେଲା । [[ଜଗନ୍ନାଥ ମନ୍ଦିର]]ରୁ ପ୍ରଥମେ ଆରମ୍ଭ କରି ତା ପରେ ବାକି ଶିବ ଓ ବିଷ୍ନୁ ମନ୍ଦିର ମାନଙ୍କରେ ଆରମ୍ଭ ହେଲା । ଗୋଟିଏ ପୁରୁଣା ପୋଥି ଦେବଦାସୀମାନେ ଜୈନ ଓ ବୌଧ ସଙ୍ଘ ମାନଙ୍କରେ ନାଚିବାର ପ୍ରମାଣ ଦିଏ । ଓଡ଼ିଶୀ, ପ୍ରଥମେ ମନ୍ଦିର ମାନଙ୍କରେ 'ମାହାରି' ମାନେ ନିଜ ଜୀବନ ଭଗବାନଙ୍କ ପାଖରେ ଅର୍ପଣ କରିବାର ଚଳଣି ଆରମ୍ଭ କରିଥିଲେ ଯାହା ଓଡ଼ିଶାର[[ଓଡ଼ିଶା]]ର ମନ୍ଦିର କାନ୍ଥରେ ଥିବା ମୂର୍ତ୍ତୀରୁ ଜଣାପଡ଼େ ।<ref name="nadanam.com">[http://www.nadanam.com/odissi/o_index.htm ଓଡ଼ିଶୀ]</ref> ଖ୍ରିଷ୍ଟପୁର୍ବ ଦ୍ଵିତୀୟର ଓଡ଼ିଶୀର ଇତିହାସ [[ଉଦୟଗିରି]]ର ରାଣୀଗୁମ୍ଫାରୁ ମିଳିଥିବା ପୋଥିରୁ ଜଣାଯାଏ । ତେଣୁ ଇତିହାସ, ରିତିନୀତି ଓ ଚଳଣିକୁ ଆଖିରେ ରଖି ଓଡ଼ିଶୀକୁ ସବୁଠୁ ପୁରୁଣା ଶାସ୍ତ୍ରୀୟ ନାଚର ମାନ୍ୟତା ଦିଆଯାଏ । ନାଟ୍ୟ ଶାସ୍ତ୍ରରେ ବି '''ଓଡ୍ର ମାଗଧି'''କୁ ଗୁରୁତ୍ତ୍ଵ ଦିଆଯାଇଛି ଆଉ ଓଡ୍ର ଓଡ଼ିଶାକୁ ହିଁ ସୂଚାଏ ।<ref>http://www.nadanam.com/odissi/o_history.htm</ref>
ଖ୍ରିଷ୍ଟପୁର୍ବ ଦ୍ଵିତୀୟର ଓଡ଼ିଶୀର ଇତିହାସ [[ଉଦୟଗିରି]]ର ରାଣୀଗୁମ୍ଫାରୁ ମିଳିଥିବା ପୋଥିରୁ ଜଣାଯାଏ । ତେଣୁ ଇତିହାସ, ରିତିନୀତି ଓ ଚଳଣିକୁ ଆଖିରେ ରଖି ଓଡ଼ିଶୀକୁ ସବୁଠୁ ପୁରୁଣା ଶାସ୍ତ୍ରୀୟ ନାଚର ମାନ୍ୟତା ଦିଆଯାଏ । ନାଟ୍ୟ ଶାସ୍ତ୍ରରେ ବି '''ଓଡ୍ର ମାଗଧି'''କୁ ଗୁରୁତ୍ତ୍ଵ ଦିଆଯାଇଛି ଆଉ ଓଡ୍ର ଓଡ଼ିଶାକୁ ହିଁ ସୂଚାଏ ।<ref>http://www.nadanam.com/odissi/o_history.htm</ref>
 
===ମନ୍ଦିର ଇତିହାସ===
ଖ୍ରିଷ୍ଟପୁର୍ବ ୨କ୨ୟ ଶତାବ୍ଦୀରେ ତିଆରି [[ଭୁବନେଶ୍ୱର]]ରେ ଥିବା [[ଖଣ୍ଡଗିରି]] ଓ [[ଉଦୟଗିରି]] ସେତେବେଳର ସମ୍ରାଟ [[ଖାରବେଳ]]ଙ୍କ ଦ୍ଵାରା ତିଆରି କରାଯାଇଥିଲା । ଗବେଷକମାନେ କହନ୍ତି ଗୁମ୍ଫାରେ ଅଙ୍କାଯାଇଥିବା ହେତୁ ଓ ଅନେକ ସେହିଭଳି ପୁରୁଣା ପ୍ରମାଣ ମିଳୁଥିବାରୁ ଓଡ଼ିଶୀ ସବୁଠୁ ବେଶି ପୁରୁଣା ନୃତ୍ୟକଳା । [[କୋଣାର୍କ]] ଓ [[ବ୍ରହ୍ମେଶ୍ଵର]] ମନ୍ଦିର କାନ୍ଥରେ ଅଙ୍କା ଚିତ୍ରରେ ବି ନାଚୁଥିବା ଓଡ଼ିଶୀ ନର୍ତକନର୍ତ୍ତକନର୍ତକିନର୍ତ୍ତକୀ ଦେଖିବାକୁ ମିଳନ୍ତି ।<ref>http://www.jagannatha.net/dance.html</ref>
 
ଷଷ୍ଠ-ନବମ ଶତାବ୍ଦିରେ ତିଆରି ହୋଇଥିବା ବୌଦ୍ଧ କୀର୍ତ୍ତି, [[ଯାଜପୁର]]ର [[ରତ୍ନଗିରି (ଓଡ଼ିଶା)|ରତ୍ନଗିରି]]ରେ ଥିବା ପାହାଡ଼ରେ ଏବେକାର ଓଡ଼ିଶୀ ସହ ସମାନତା ଥିବା ନାଚ ଉପରେ ଅଙ୍କାଯାଇଥିବା ଚିତ୍ର ଦେଖିବାକୁ ମିଳେ ।
Line ୨୮ ⟶ ୨୭:
ହିରାପୁରର [[ଚଉଷଠି ଯୋଗିନି ମନ୍ଦିର]] ଭଳି [[ତନ୍ତ୍ର]] ମନ୍ଦିର ମାନଙ୍କରେ ଥିବା ଯୋଗିନିମାନେ ଯେଉଁ ମୁଦ୍ରାରେ ଅଛନ୍ତି ସେସବୁ ଏବେକାର ଓଡ଼ିଶୀର ଇତିହାସ ଜାଣିବାରେ ସାହାଯ୍ୟ କରେ ।
 
ଓଡ଼ିଶୀ, ଓଡ଼ିଶାର[[ଓଡ଼ିଶା]]ର ଶିବ, ବିଷ୍ଣୁ ଓ ବାକି ମନ୍ଦିର ([[କୋଣାର୍କ]]ର ସୁର୍ଯ୍ୟ ମନ୍ଦିର)ରେ ଥିବା ଅଗଣିତ ମୂର୍ତ୍ତିରେ ଦେଖିବାକୁ ମିଳେ ।
 
[[ଫାଇଲ:Rahul-acharya.jpg|thumb|୫୦୦px|right||ରାହୁଳ ଆଚାର୍ଯ୍ୟଙ୍କ ଓଡ଼ିଶୀ ମୁଦ୍ରା]]
"https://or.wikipedia.org/wiki/ଓଡ଼ିଶୀ"ରୁ ଅଣାଯାଇଅଛି