"ରାଇମୋହନ ପରିଡ଼ା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଟିକେ
 
ପରବର୍ତ୍ତୀ ସମୟରେ ସେ କଳିଙ୍ଗ ଗଣନାଟ୍ୟ, ତ୍ରିନାଥ ଗଣନାଟ୍ୟ, ରୁଦ୍ରାଣୀ ଗଣନାଟ୍ୟ, ଜଗନ୍ନାଥ ଗଣନାଟ୍ୟ, ଶୁଭଶ୍ରୀ ଗଣନାଟ୍ୟ, ନିର୍ମାଲ୍ୟ ଗଣନାଟ୍ୟ, ଓଡ଼ିଶା ଅପେରା, ଧରିତ୍ରୀ ଅପେରା, ଶ୍ରୀକ୍ଷେତ୍ର ଗଣନାଟ୍ୟ, ଗୌରୀ ଗଣନାଟ୍ୟ ଆଦିର ବିଭିନ୍ନ ନାଟକର ନିର୍ଦ୍ଦେଶନା ଦେଇଥିଲେ । ପରବର୍ତ୍ତୀ ସମୟରେ ସେ ଯାତ୍ରାରେ ନିର୍ଦ୍ଦେଶନା ଦେବା ସହିତ ଅଭିନୟ ମଧ୍ୟ କରିଥିଲେ ।<ref>{{cite news|url=https://sakalaepaper.com/media/2022-06/25051628-page-14.jpg|title=ଅବୁଝା ଅବସାନ: ଯାତ୍ରାରେ ଛାଡ଼ିଥିଲେ ଛାପ|date=25 June 2022|work=[[ସକାଳ (ଖବରକାଗଜ)|ସକାଳ]]|accessdate=25 June 2022|archiveurl=https://web.archive.org/web/20220625050227/https://sakalaepaper.com/media/2022-06/25051628-page-14.jpg|archivedate=25 June 2022|language=[[ଓଡ଼ିଆ ଭାଷା|ଓଡ଼ିଆ]]|url-status=live}}</ref>
 
=== ଦୂରଦର୍ଶନ ===
ରାଇମୋହନ ଦୂରଦର୍ଶନରେ ଅନେକ ଧାରାବାହିକରେ ଅଭିନୟ କରିଥିଲେ । [[ମଞ୍ଜରୀ ଟିଭି]]<nowiki/>ରେ ପ୍ରସାରିତ ଧାରାବାହିକ [[ସିଂହଦ୍ୱାର (ଓଡ଼ିଆ ଧାରାବାହିକ)|ସିଂହଦ୍ୱାର]] ଥିଲା ତାଙ୍କ ଅଭିନୀତ ଶେଷ ଧାରାବାହିକ ।<ref>{{cite news|url=https://sakalaepaper.com/media/2022-06/25051628-page-14.jpg|title=ଅବୁଝା ଅବସାନ: ନାଟ୍ୟ ନିର୍ଦ୍ଦେଶନାରୁ ଅଭିନୟ ଯାତ୍ରା|date=25 June 2022|work=[[ସକାଳ (ଖବରକାଗଜ)|ସକାଳ]]|accessdate=25 June 2022|archiveurl=https://web.archive.org/web/20220625050227/https://sakalaepaper.com/media/2022-06/25051628-page-14.jpg|archivedate=25 June 2022|language=[[ଓଡ଼ିଆ ଭାଷା|ଓଡ଼ିଆ]]|url-status=live}}</ref>
 
=== ଅଭିନୀତ ଓଡ଼ିଆ କଥାଚିତ୍ର ===
୪୦,୧୬୪

ଗୋଟି ସମ୍ପାଦନା