"ଚଢ଼େଇଆ ନାଚ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୧୫ କ ଧାଡ଼ି:
}}
'''ଚଢ଼େଇଆ ନାଟ''' ବା '''ଚଢ଼େଇଆ ନାଚ''' ଏକ ପାରମ୍ପାରିକ [[ଓଡ଼ିଆ ଭାଷା|ଓଡ଼ିଆ]] ଗୀତ-ନାଟ/ନୃତ୍ୟ କଳା । ଏହା ଏକ [[ବାଲେଶ୍ଵରୀ ଲୋକ କଳା]] । ଏଥିରେ ଜଣେ ପୁରୁଷ ଓ ଜଣେ ମହିଳା ଯୋଡ଼ି ହୋଇ ନାଚିଥାନ୍ତି । ନର୍ତ୍ତକଙ୍କୁ ଚଢ଼େଇଆ ଓ ନର୍ତ୍ତକୀଙ୍କୁ ଚଢ଼େଇଆଣୀ କୁହାଯାଇଥାଏ । ଏକ ବାଦନ ଦଳ ଗୀତ ବୋଲିଥାନ୍ତି ଯାହାର ତାଳେ ତାଳେ ଚଢ଼େଇଆ ଓ ଚଢ଼େଇଆଣୀ ଅଭିନୟ କରି ନାଚିଥାନ୍ତି ।
 
==ଇତିହାସ==
ଚଢ଼େଇଆ ହେଉଛନ୍ତି କେଳା ଓ ଶବର । ସେମାନେ ବଣ ଜଙ୍ଗଲରୁ ଚଢ଼େଇ ଧରି ବିକିବା, ସାପ ଧରି ଗାଁ ଗଣ୍ଡାରେ ସାପ ଖେଳାଇ ଜୀବନ ଚଳାଇଥାନ୍ତି । କେଳୁଣି ବା ଶବରୁଣି ଗାଁ ରେ ବୁଲି ଚିତା କୁଟାଇଥାନ୍ତି । ସେମାନଙ୍କର ଜୀବନ ଜୀବିକା ଚଳଣି ଓ ପରମ୍ପରାକୁ ନେଇ ଚଢ଼େଇଆ ନାଟର ଆରମ୍ଭ ।<ref>{{cite book |title=ଉନ୍ନୟନୀ, ବାଲେଶ୍ଵରର ଅବଲୁପ୍ତ କଳା ଓ ସଂସ୍କୃତି |last=ମହାରଣା|first= ସୁଦର୍ଶନ|authorlink= |coauthors= |year= ୨୦୦୬|publisher= |location=ବାଲେଶ୍ଵର |isbn= |page= |pages=୯୮-୯୯ |url= |accessdate=}}</ref>
 
==[[ଚଢ଼େଇଆ ସଙ୍ଗୀତ]]==