"ଲକ୍ଷ୍ମଣ ମଲ୍ଲିକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ fixing references (via JWB)
୫୦ କ ଧାଡ଼ି:
}}
 
'''ଲକ୍ଷ୍ମଣ ମଲ୍ଲିକ''' (୧୨ ଅକ୍ଟୋବର ୧୯୨୭ - ୧୯ ଅକ୍ଟୋବର ୨୦୧୪) ଜଣେ [[ଓଡ଼ିଆ ଲୋକ|ଓଡ଼ିଆ]] ରାଜନୀତିଜ୍ଞ ଥିଲେ । ଲକ୍ଷ୍ମଣ ଓଡ଼ିଶା ରାଜନୀତିରେ [[ଭାରତୀୟ ଜାତୀୟ କଂଗ୍ରେସ]]ର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ସ୍ୱାଧୀନତା ପରେ ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କଟକ ଗ୍ରାମାଞ୍ଚଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।<ref name="Laxman Mallick">{{cite web|url=http://odishaassembly.nic.in/memberprofile.aspx?img=319 |title=Shri Laxman Mallick |last=|first=|date=|website=odishaassembly.nic.in|publisher=Odisha Assembly|archive-url=|archive-date=|dead-url=|accessdate=27 January 2020}}</ref> ୧୯୬୧ ମସିହାରେ କଟକ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ପରେ ୧୯୭୧ ଓ ୧୯୭୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜଗତସିଂହପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।<ref name="Laxman Mallick"/> ୧୯୮୦ ଓ ୧୯୮୫ ଭାରତୀୟ ସାଧାରଣ ନିର୍ବାଚନରେ ସେ ଜଗତସିଂହପୁର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ ଓ ୮ମ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।<ref name="Laxman Mallick"/>
 
== ଜନ୍ମ, ପରିବାର ଓ ଶିକ୍ଷା ==