"ଗର୍ଭଣା ସଂକ୍ରାନ୍ତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେNo edit summary
୧୯ କ ଧାଡ଼ି:
}}
 
[[ଓଡ଼ିଶା]]ର ପର୍ବପର୍ବାଣି ଗୁଡ଼ିକ ଋତୁ, ଧର୍ମ ଓ ସାମାଜିକ ଭିତ୍ତିରେ ପାଳନ କରାଯାଏ । ତନ୍ମଧ୍ୟରୁ ଅନେକ ପର୍ବ କୃଷି ସମ୍ବନ୍ଧୀୟ । ତୁଳା ମାସର ସଂକ୍ରାନ୍ତିରେ ପାଳିତ ହୁଏ '''ଗର୍ଭଣା ସଂକ୍ରାନ୍ତି''' । ଇଂରାଜୀ ମାସ ଅକ୍ଟୋବରରେ ପଡ଼େ ଏହି ସଂକ୍ରାନ୍ତି । ଗର୍ଭ କହିଲେ ଭୃଣକୁ ବୁଝାଯାଏ । ଏହି ସଂକ୍ରାନ୍ତି ବେଳକୁ [[ଧାନ]] ଗଛର ଗର୍ଭରେ ଧାନ କେଣ୍ଡା ବାହାରେ । ଏହି ସମୟରେ ଗର୍ଭଣା ଗଛର ଡାଳକୁ ପୂଜା କରି କ୍ଷେତରେ ପୋତିଲେ ଭଲ ଫସଲ ହୁଏ ବୋଲି ପ୍ରବାଦ ରହିଛି । ଗର୍ଭଣା ଗଛକୁ କେତେକ ସ୍ଥାନରେ ଅଙ୍କରାନ୍ତି ଗଛ ମଧ୍ୟ କହନ୍ତି । ଏହାର ଅନେକ ଔଷଧୀୟ ଗୁଣ ରହିଛି । ଚାଷୀମାନେ ଏହିଦିନ ନିଷ୍ଠାର ସହିତ ପାଳନ କରନ୍ତି । ଗୃହ ମାଲିକ ତଥା କୃଷକ ସ୍ନାନାଦି କର୍ମ ସାରି ଗର୍ଭଣା ଗଛର ଡାଳ ଆଣି ବିଧିପୂର୍ବକ ପୂଜା କଲା ପରେ ଧାନ କ୍ଷେତରେ ପୋତି ଦିଅନ୍ତି ଏବଂ ଭଲ ଫସଲ ପାଇଁ ପ୍ରାର୍ଥନା କରନ୍ତି । ଗର୍ଭଣା ସଂକ୍ରାନ୍ତି ଉପରେ ଏକ କୃଷି ବଚନ ଅଛି- -'''ଆଗେ ବୁଣୁ ପଛେ ବୁଣୁ, ଗର୍ଭଣାକୁ ଟୁଣୁଟୁଣୁ ''' । ଅର୍ଥାତ ଏହି ସମୟକୁ ଧାନଗଛ ଗର୍ଭଧାରଣ କରିସାରିଥାଏ ।
 
ଯେଉଁ ଅଞ୍ଚଳ ରେଅଞ୍ଚଳରେ ମୂଖ୍ୟମୁଖ୍ୟ ଖରିଫ ଫସଲ ହିସାବରେ ଚାଷ କରାଯାଏ, ସେହି ଅଞ୍ଚଳ ରେ ଏହି ପର୍ବ ପାଳନ କରାଯାଏ।କରାଯାଏ । ଏହା ଏକ କୃଷି ଭିତ୍ତିକ ପର୍ବ ହୋଇଥିବାରୁ ଚାଷୀ ମାନଙ୍କ ପରିବାର ଲୋକେ ଏହାକୁ ନିଷ୍ଠାର ସହିତ ପାଳନ କରନ୍ତି।କରନ୍ତି । ଓଡ଼ିଶାର [[ଭଦ୍ରକ]], [[ଯାଜପୁର]], [[ବାଲେଶ୍ଵର]] ଆଦି ଜିଲ୍ଲା ରେଜିଲ୍ଲାରେ ଏହାର ପାଳନ ବିଧି ନିଆରା।ନିଆରା ।
 
== ପୂଜା ବିଧି ==
ସକାଳୁ ସକାଳୁ ଉଠି ଘର ଧୂଆ ପୋଛା କରାଯାଏ।କରାଯାଏ । ଦାଣ୍ଡ ଦୁଆରେ ଝୋଟି ଚିତା ଅଙ୍କାଅଙ୍କାଯାଏ ଯାଏ। ପୁରୁଷ ମାନେପୁରୁଷମାନେ ସକାଳୁ ଉଠି ଅଧୁଆ ମୁହଁ ରେମୁହଁରେ ଯାଇ ବତା ଗଛ, ଗଡଗଡାଗଡ଼ଗଡ଼ା, ଭୂଆଁଳ, ପଳାଶ,ନଟିକଣ୍ଟି,ବାଉଁଶ ଆଦି ଗଛର ପତ୍ର ଓ କଇଁ ଫୁଲ ସଂଗ୍ରହ କରି ଆଣନ୍ତି।ଆଣନ୍ତି । ତାକୁ ସବୁ ବିଡ଼ା ବିଡ଼ା କରି ବାନ୍ଧନ୍ତି।ବାନ୍ଧନ୍ତି । ତା'ପରେ ଗାଧୋଇ ପାଧୋଇ ସେହି ବିଡ଼ା ସବୁକୁ ଲକ୍ଷ୍ମୀ ବା ତୁଳସୀ ଚଉରା ପାଖରେ ରଖି ପୂଜା କରନ୍ତି ଓ ଭୋଗ ଦିଅନ୍ତି।ଦିଅନ୍ତି । ତା'ପରେ ସେହି ବିଡ଼ା ଗୁଡ଼ିକୁ ଧରି ବାମ କାନ୍ଧରେ ରଖନ୍ତି।ରଖନ୍ତି । ସ୍ତ୍ରୀ ଲୋକ ମାନେଲୋକମାନେ ଶଙ୍ଖ ହୁଳହୁଳି ପକାଇଲେ ପୁରୁଷ ମାନେ ଏହାକୁ ଧରି ଘରୁ ବାହାରନ୍ତି ।ପ୍ରଥମେ ଘର ଚାଳ ଓ ଖତଗଦା ରେଖତଗଦାରେ ଗୋଟିଏ ଗୋଟିଏ ବିଡ଼ା ପୋତିଲା ପରେ ବାକି ବିଡ଼ା କୁବିଡ଼ାକୁ ନେଇ ଧାନ କ୍ଷେତକ୍ଷେତକୁ କୁଯାଆନ୍ତି ଯାଆନ୍ତି। ସେଠାରେ ପ୍ରତି କ୍ଷେତ ରକ୍ଷେତର ଐଶାନ୍ୟ କୋଣରେ ଜୁହାର ହୋଇ ଗୋଟିଏ ଲେଖାଏଁ ବିଡ଼ା ପୋତନ୍ତି।ପୋତନ୍ତି । ଏହା କଲେ ଲକ୍ଷ୍ମୀ ମାଆ ପ୍ରସନ୍ନ ହୁଅନ୍ତି ଓ ଭଲ ଧାନ ଫସଲ ହୁଏ ବୋଲି ବିଶ୍ୱାସ ଅଛି ।<ref>ସମ୍ବାଦ, ପୃଷ୍ଠା-୨, ୧୭.୧୦.୨୦୧୩</ref>
ଏହା କଲେ ଲକ୍ଷ୍ମୀ ମାଆ ପ୍ରସନ୍ନ ହୁଅନ୍ତି ଓ ଭଲ ଧାନ ଫସଲ ହୁଏ ବୋଲି ବିଶ୍ୱାସ ଅଛି ।<ref>ସମ୍ବାଦ, ପୃଷ୍ଠା-୨, ୧୭.୧୦.୨୦୧୩</ref>
 
==ଆଧାର==