"ଫକୀର ମୋହନ ସେନାପତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟ୍ୟାଗସବୁ: ଭିଜୁଆଲ ସମ୍ପାଦନା ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୩୮ କ ଧାଡ଼ି:
 
=== ବ୍ୟକ୍ତିଗତ ଜୀବନ ===
ଫକୀରମୋହନ ୧୮୫୬ରେ ବିବାହ କରିଥିଲେ।ତାଙ୍କକରିଥିଲେ । ତାଙ୍କ ପ୍ରଥମ ସ୍ତ୍ରୀଙ୍କ ନାମ ଲୀଳା ଦେବୀ ଥିଲା ।{{ଆଧାର ତେବେଲୋଡ଼ା}} ତାଙ୍କ ପ୍ରଥମ ସ୍ତ୍ରୀଙ୍କ ମୃତ୍ୟୁ ପରେ ସେ ୧୮୭୧ରେ ପୁନର୍ବାର ବିବାହ କରିଥିଲେ । ତାଙ୍କର ପ୍ରଥମ ପୁତ୍ରର ୧୮୭୭ରେ ଛ’ ବର୍ଷ ବୟସରେ ଅକାଳ ମୃତ୍ୟୁ ଘଟିଲାଘଟିଥିଲା । ୧୮୮୧ରେ ତାଙ୍କର ଦ୍ୱିତୀୟ ସ୍ତ୍ରୀଙ୍କ ଔରସରୁ ଦ୍ୱିତୀୟ ପୁତ୍ର ଜନ୍ମଗ୍ରହଣ କରିଥିଲା । ତାଙ୍କର ଦ୍ୱିତୀୟ ସ୍ତ୍ରୀ ମଧ୍ୟ ୧୮୯୪ରେ ହ‌ଇଜାରେ ପରଲୋକଗାମୀ ହୋ‍ଇଥିଲେ । ପରବର୍ତ୍ତୀ କାଳରେ ନିଜ ପୁତ୍ର ସହ ମଧ୍ୟ ତାଙ୍କର ମନାନ୍ତର ଘଟିଥିଲା । ଏହିପରି ତାଙ୍କର ପାରିବାରିକ ଜୀବନ ନିତାନ୍ତ କଷ୍ଟଦାୟକ ଓ ଦୁର୍ଘଟଣାପୂର୍ଣ୍ଣ ଥିଲା ।
 
== '''ସାହିତ୍ୟ ସର୍ଜନା''' ==