"ଲକ୍ଷ୍ମଣ ନାୟକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟ୍ୟାଗସବୁ: ଭିଜୁଆଲ ସମ୍ପାଦନା ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
No edit summary
ଟ୍ୟାଗସବୁ: ଭିଜୁଆଲ ସମ୍ପାଦନା ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୪ କ ଧାଡ଼ି:
ସହୀଦ ଲକ୍ଷ୍ମଣ ନାୟକ ୨୨ ନଭେମ୍ବର ୧୮୯୯ ମସିହାରେ କୋରାପୁଟ ଜିଲ୍ଲାର ତେନ୍ତୁଲିଗୁମ୍ମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ ଏବଂ ୨୯ ମାର୍ଚ୍ଚ ୧୯୪୩ ମସିହାରେ ତାଙ୍କର ତିରୋଧାନ ଘଟିଥିଲା ।
 
ପିତା ପଦଲାମ ନାୟକ ଓ ମାତା ସମାରି ନାୟକ ଥିଲେ । ସହୀଦ ଲକ୍ଷ୍ମଣ ନାୟକ ଥିଲେ ଦ୍ୱିତୀୟ ସନ୍ତାନ, ବଡଭାଇ ସନିଆ ନାୟକ ଓ ସାନଭାଇ ଧନ ନାୟକ । ତାଙ୍କ ପିତା ପଦଲାମ[[ଲକ୍ଷ୍ମଣ ନାୟକ]] ନାୟକ ଜାତିରେ ବୀର ଭୁମିୟା ଓ ଚାଷ ଥିଲା ସେମାନଙ୍କ ଜୀବିକା । ସମୟ କ୍ରମେ ପ୍ରଜାଙ୍କ ସେବା ମନ ଭାବନା ଦେଖି ଗ୍ରାମବାସୀଙ୍କ ମନୋନୟନ ଅନୁଯାୟୀ ତାଙ୍କୁ କୋରାପୁଟ ରାଜା ତୃତୀୟ ବିକ୍ରମଦେବ (ରାଜଗାଦୀ ୧୮୮୯ରୁ ୧୯୨୦) ମୁସ୍ତାଦାର ବା ନାୟକ ପଦରେ ନିଯୁକ୍ତ କରିଥିଲେ । ଦାୟିତ୍ୱ ଥିଲା ତେନ୍ତୁଲିଗୁମା, ସାନଗୁମ୍ମା, ବେଜୁଣୀଗୁଡା, ଲେକିଗୁଡା, ଅଅଁଳାଗୁଡାର ଖଜଣା ଆଦାୟ କରିବା ।
 
ସଂକ୍ଷିପ୍ତ ବ୍ୟକ୍ତିଗତ ଜୀବନ: