"ଯାଜପୁର" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
PpritamRout (ଆଲୋଚନା | ଅବଦାନ) No edit summary ଟ୍ୟାଗସବୁ: Reverted ଭିଜୁଆଲ ସମ୍ପାଦନା ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ |
Soumendrak (ଆଲୋଚନା | ଅବଦାନ) ଟିକେ PpritamRout (ଆଲୋଚନା)ଙ୍କ ଦେଇ କରାଯାଇଥିବା ବଦଳକୁ 2409:4062:2202:5409:E8F2:7FFF:FE71:365Aଙ୍କ ଦେଇ କରାଯାଇଥିବା ଶେଷ ବଦଳକୁ ଫେରାଇ ଦିଆଗଲା ଟ୍ୟାଗ: Rollback |
||
୬୫ କ ଧାଡ଼ି:
{{About| 'ଯାଜପୁର ସହର'| 'ଯାଜପୁର ଜିଲ୍ଲା' ନିମନ୍ତେ|ଯାଜପୁର ଜିଲ୍ଲା}}
'''ଯାଜପୁର''' ନଦୀରେ ଭରା [[ଓଡ଼ିଶା]]ର ଏକ ସହର । ଏହାର ଉତ୍ତର ଦିଗରେ [[ଭଦ୍ରକ ଜିଲ୍ଲା]] ଅଛି । ଯାଜପୁରଠାରେ ଥିବା [[ବିରଜା ମନ୍ଦିର]] [[ଓଡ଼ିଶା]]ର ସର୍ବତ୍ର ପରିଚିତ, ଯାଜପୁରକୁ ସେଇଥିପାଇଁ ବିରଜା କ୍ଷେତ୍ର ବୋଲି କୁହାଯାଏ । କେଶରୀ ରାଜାଙ୍କ ଶାସନ କାଳରେ ଏହା [[ଓଡ଼ିଶା]]ର ରାଜଧାନୀ ଥିଲା, କାଳକ୍ରମେ [[କଟକ]]କୁ ଉଠିଗଲା [[ଓଡ଼ିଶା]]ର ରାଜଧାନୀ । "ଯାଜପୁର" ଶବ୍ଦର ବ୍ୟୁତ୍ପତ୍ତି ହୋଇଛି ସଂସ୍କୃତ ଶବ୍ଦ "ୟାଜ୍" ଅର୍ଥାତ୍ ୟଜ୍ଞ କରିବା ରୁ, ବା ଏହା ଯାଗୟଜ୍ଞ କରିବାକୁ ବୁଝାଏ । ଏଠାରେ ଯଯାତି କେଶରୀ ଦଶଟି ଅଶ୍ୱମେଧ ଯଜ୍ଞ କରାଇଥିଲେ ଏବଂ କାନ୍ୟକୁବ୍ଜରୁ ୧୦,୦୦୦ ବ୍ରାହ୍ମଣ ଅଣାଇଥିଲେ ତଥା [[ଓଡ଼ିଶା|ଓଡ଼ିଶାରେ]] ସେମାନଙ୍କୁ ଜାଗା ଜମି ଦେଇ ଶାସନ ଦାନ କରିଥିଲେ । ତେଣୁ ଏହି ସ୍ଥାନକୁ ଯାଜପୁର, ଯାଜନଗର, ୟଜ୍ଞପୁର ମଧ୍ୟ କୁହାଯାଏ ।
== ଇତିହାସ ==
Line ୮୫ ⟶ ୭୧:
ଯାଜପୁର ଅଞ୍ଚଳରେ ଅନେକ ବୌଦ୍ଧକିର୍ତ୍ତୀ ଓ ବୌଦ୍ଧ ପୀଠ ରହିଛି । ସେ ସବୁ ମଧ୍ୟରେ ରତ୍ନଗିରି ଓ ଉଦୟଗିରି ପ୍ରଧାନ। ଏସବୁ ସ୍ଥାନରେ ବୌଦ୍ଧପୀଠ ଓ ବୌଦ୍ଧ ବିହାରମାନ ଥିଲା। ଆମ ଓଡ଼ିଶାରେ ଇଂରେଜ ଶାସନ ସମୟରେ ୧୮୫୯ ମସିହାରେ ଯାଜପୁରକୁ କଟକ ଜିଲ୍ଲାର ଗୋଟିଏ ସବ୍ଡିଭିଜନ କରାଯାଇଥିଲା ।
==ରାଜନୀତି==
Line ୯୬ ⟶ ୮୧:
* [[ମହା ବିନାୟକ]]
* [[ବ୍ୟାସ ସରୋବର]]
* [[ଗ୍ରହରାଜ ଶନିଶ୍ଚର ମନ୍ଦିର,ବ୍ୟାସନଗର
* [[ଅଶୋକଝର
== ଆଧାର ==
|