"ବିଦ୍ୟୁତ୍-ଚୁମ୍ବକୀୟ ପ୍ରଭାବ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେ ହୋଇଅଛି -> ହୋଇଛି (ବହୁପ୍ରଚଳିତ ଓ ଆଧୁନିକ ରଚନାଶୈଳୀ) (via JWB) |
ଟିକେ Fix joint words with halant |
||
୩୨ କ ଧାଡ଼ି:
'''<u>୪. ବିଦ୍ୟୁତ୍-ଚୁମ୍ବକୀୟ ବଳ</u>''': ଦୈନନ୍ଦିନ ଜୀବନର ଅନେକ ଘଟଣା ପାଇଁ ଏହି ବଳର ଭୂମିକା ରହିଛି । ସରଳ ଭାଷାରେ କହିବାକୁ ଗଲେ, ପାରମାଣବିକ ନାଭିର ଯୁକ୍ତ ଚାର୍ଜ୍ ଓ ଇଲେକ୍ଟ୍ରନ୍ମାନଙ୍କ ବିଯୁକ୍ତ ଚାର୍ଜ୍ ଯୋଗୁଁ ଯେଉଁ ବିଦ୍ୟୁତ୍-ଚୁମ୍ବକୀୟ ବଳ ସୃଷ୍ଟି ହୁଏ, ତାହା ଅଣୁମାନଙ୍କ ମଧ୍ୟରେ ଦେଖାଯାଉଥିବା ପରସ୍ପର କ୍ରିୟା ପାଇଁ ଦାୟୀ । ଏହି ବଳ ଅତିକ୍ଷୁଦ୍ର ବସ୍ତୁମାନଙ୍କର ସଂବେଗର କାରଣ ମଧ୍ୟ ଦର୍ଶାଇଥାଆନ୍ତି । ଆମ ଦେହର ଅଣୁ ଓ କୌଣସି ପଦାର୍ଥର ଅଣୁମାନଙ୍କ ମଧ୍ୟରେ କ୍ରିୟା-ପ୍ରତିକ୍ରିୟା ଯୋଗୁଁ ଆମେ ସେମାନଙ୍କ ପ୍ରକୃତ ସ୍ୱରୂପ ଅନୁଭବ କରିପାରୁ । ସମସ୍ତ ରାସାୟନିକ କ୍ରିୟା ପଛରେ ମଧ୍ୟ ଏହି ବଳର ଭୂମିକା ରହିଛି ।
== ପାରମ୍ପରିକ ପରିଭାଷା ==
|