"ଷଠି ଓଷା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Fix joint words
ଟିକେ ଅଦରକାରୀ ଅକ୍ଷର କଢ଼ାଗଲା
୩୩ କ ଧାଡ଼ି:
ରାତିରେ, ପାଞ୍ଚ ପ୍ରକାର ଗଛକୁ ଏକାଠି କରି ବାନ୍ଧିଥିବା ଗୋଛାରେ ଶିଶୁମାନଙ୍କ ରକ୍ଷାବିଧାନାର୍ଥ ତାଙ୍କ ପିଠିରେ ମାଆ ଆଦି ବର୍ଷୀୟସୀମାନେ ଧୀରେ ଧୀରେ ଆଘାତ କରନ୍ତି ଏହାକୁ ଷଠିବାଡ଼ିଆ କହନ୍ତି ଏତଦ୍ୱାରା ଶିଶୁମାନଙ୍କର ସମସ୍ତ ବାଳରିଷ୍ଟ ଖଣ୍ଡିତ ହୁଏ ବୋଲି ବିଶ୍ୱାସ । ଏହି ସମୟରେ ଆଘାତ କରୁଥିବା ମହିଳାମାନେ ବୋଲନ୍ତି: "ଓଲୁଅ ପରି ବଢିଯା, ବଣସାରୁ ପରି ମାଡ଼ିଯା, ଜୀଁ ଜୀଁ - ବଜ୍ର ହୋ ! ବଜ୍ର ହୋ !"<ref>ପଣ୍ଡିତସର୍ବସ୍ୱ, ନୂତନ ଆଠମଲ୍ଲିକ ସଂସ୍କରଣ, 116 ପୃଷ୍ଠା</ref>
 
ଷଠି ଓଷାକୁ [[ଯାଜପୁର]] ଅଞ୍ଚଳରେ ନେଙ୍କୁଡ଼ିଆ ଷଠି ବୋଲି କହନ୍ତି ସ୍କନ୍ଦସ୍କନ୍ଧ ପୁରାଣରେ ଏ ଷଷ୍ଠୀର ନାମ ଚପେଟା ଷଷ୍ଠୀ ଓ ତିଥି ତତ୍ତ୍ୱରେ ଏ ଷଷ୍ଠୀର ନାମ ଅକ୍ଷୟା ଷଷ୍ଠୀ । ଚପେଟୀର ଅର୍ଥ ଚାପୁଡ଼ା 'ଚପେଟୀଷଷ୍ଠୀ' ନାମରୁ ଅନୁମିତ ହୁଏ ଯେ, ବର୍ଷୀୟସୀମାନେ ପିଲାମାନଙ୍କ ପିଠିରେ ଯେଉଁ 'ଷଠି ବାଡ଼ିଆ' କରନ୍ତି ତହିଁ ସଙ୍ଗେ ଏ ନାମର କିଛି ସମ୍ପର୍କ ଅଛି ।<ref>{{cite web|url=http://dsalsrv02.uchicago.edu/cgi-bin/philologic/getobject.pl?c.39:54.praharaj|title=ଷଠି ଓଷା|publisher=|accessdate=24 March 2016}}</ref>
 
== ଆଧାର ==
"https://or.wikipedia.org/wiki/ଷଠି_ଓଷା"ରୁ ଅଣାଯାଇଅଛି