"ଓଡ଼ିଶା ବିଧାନ ସଭା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Regular Character Changes
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୪୦ କ ଧାଡ଼ି:
 
== ସଦସ୍ୟ ନିର୍ବାଚନ ବ୍ୟବସ୍ଥା ==
ରାଜ୍ୟ ବିଧାନ ସଭାର ସଦସ୍ୟମାନେ ଭୋଟରମାନଙ୍କଦ୍ୱାରା ପ୍ରତ୍ୟକ୍ଷ ଭାବରେ ନିର୍ବାଚିତ । [[ଭାରତ]]ର ନିର୍ବାଚନ ଆୟୋଗ ଏହି ନିର୍ବାଚନ କରାନ୍ତି । ସାଧାରଣତଃ ପ୍ରତି ପାଞ୍ଚ ବର୍ଷରେ ଥରେ ବା ଆବଶ୍ୟକ ସ୍ଥଳେ, ପାଞ୍ଚ ବର୍ଷ ପୂରନପୂରଣ ହେବା ପୂର୍ବରୁ ବିଧାନ ସଭା ଭଙ୍ଗ କରାଯାଇ ଯଥାଶିଘ୍ର (୬ ମାସ ମଧ୍ୟରେ) ନିର୍ବାଚନ କରାଯାଇ ନୂତନ ବିଧାନ ସଭା ଗଠନ କରାଯାଏ ।
 
ରାଜ୍ୟର ବିଧାନ ସଭାର ଆସନ ସଂଖ୍ୟା ଯେତିକି, ସେତିକି ସମାନ ସଂଖ୍ୟକ ଏକ-ସଭ୍ୟ ବିଶିଷ୍ଟ ଆଞ୍ଚଳିକ ନିର୍ବାଚନ ମଣ୍ଡଳୀରେ ପ୍ରତିରାଜ୍ୟକୁ ବିଭକ୍ତ କରାଯାଇଥାଏ । ପ୍ରତି ନିର୍ବାଚନ ମଣ୍ଡଳୀରୁ ଜଣେ ଲେଖାଏଁ ପ୍ରାର୍ଥୀ ପ୍ରତ୍ୟକ୍ଷ ନିର୍ବାଚନ ଜରିଆରେ ନିର୍ବାଚିତ ହୋଇଥାନ୍ତି ।