"ଫକୀର ମୋହନ ସେନାପତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ 2409:4062:2114:F28C:0:0:75F:B8A1 (ଆଲୋଚନା)ଙ୍କ ଦେଇ କରାଯାଇଥିବା ବଦଳକୁ Fehufangaଙ୍କ ଦେଇ କରାଯାଇଥିବା ଶେଷ ବଦଳକୁ ଫେରାଇ ଦିଆଗଲା
ଟ୍ୟାଗ: Rollback
ଖାଲି ତିଥିଟା ଅଧିକା ଲେଖିଲି।
ଟ୍ୟାଗସବୁ: ଭିଜୁଆଲ ସମ୍ପାଦନା ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୧୮ କ ଧାଡ଼ି:
== '''ଜୀବନ କାଳ''' ==
=== ପିଲାବେଳ ===
୧୩ ଜାନୁଆରୀ ୧୮୪୩ରେ ଅବିଭକ୍ତମକର ସଂକ୍ରନ୍ତି ଦିନ [[ବାଲେଶ୍ୱର ଜିଲ୍ଲା|ବାଲେଶ୍ୱର ଜିଲ୍ଲାର]] ମଲ୍ଲିକାଶପୁର ଗାଆଁର ଲକ୍ଷ୍ମଣ ଚରଣ ସେନାପତି ଓ ତୁଳସୀ ଦେବୀ ସେନାପତିଙ୍କ ଔରସରୁ ଜନ୍ମଗ୍ରହଣ କରିଥିଲେ । ତାଙ୍କୁ ଏକ ବର୍ଷ ପାଞ୍ଚ ମାସ ବୟସ ବେଳେ ତାଙ୍କ ପିତା ଲକ୍ଷ୍ମଣ ଚରଣ ସେନାପତିଙ୍କର ମୃତ୍ୟୁ ଘଟିଲା । ଏହାର ମାତ୍ର ୧୪ ମାସ ପରେ ତାଙ୍କ ମାତା ତୁଳସୀ ଦେବୀ ସେନାପତି ମଧ୍ୟ ଈହଧାମ ତ୍ୟାଗ କରିଥିଲେ । ବାଲ୍ୟକାଳରୁ ତାଙ୍କର ଲାଳନପାଳନ ଭାର ତାଙ୍କର ଜେଜେମା ସମ୍ଭାଳିଥିଲେ ।<ref name="ଫକୀର ମୋହ‌ନ ସେନପତି ଜୀବନୀ"></ref>
 
ଫକୀରମୋହନଙ୍କ ପ୍ରକୃତ ନାମ ଥିଲା ବ୍ରଜମୋହନ । ବାଲ୍ୟକାଳରେ ସେ ପ୍ରାୟତଃ ଅସୁସ୍ଥ ରହୁଥିବାରୁ ତାଙ୍କ ଜେଜେ ତାଙ୍କୁ ଫକୀରମାନଙ୍କ ପାଖକୁ ନେଇଯାଉଥିଲେ । ସେହି ଫକୀରମାନଙ୍କ ସମ୍ମାନାର୍ଥେ ତାଙ୍କ ଜେଜେମା’ ତାଙ୍କ ନାଁ ବଦଳାଇ କରିଦେଲେ ଫକୀରମୋହନ ।