"ବୈଶାଖ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ନୂତନ: ବୈଶାଖ ମାସ
(କିଛି ବଦଳିନାହିଁ)

୧୫:୦୧, ୧ ସେପ୍ଟେମ୍ବର ୨୦୧୧ ଅନୁସାରେ କରାଯାଇଥିବା ବଦଳ

ବୈଶାଖ

  • ବିଶାଖା ନକ୍ଷତ୍ର ଯୁକ୍ତ ପୂର୍ଣ୍ଣିମା ପଡ଼ୁଥିବା ଚାନ୍ଦ୍ରମାସକୁ 'ବୈଶାଖ' ମାସ କୁହାଯାଏ |
  • ବୈଶାଖ ଶାଳିବାହନ ଶକାବ୍ଦର ପ୍ରଥମ ମାସ ୤
  • ବୈଶାଖ ହିନ୍ଦୁମାନଙ୍କର ପ୍ରଥମ ଚାନ୍ଦ୍ରମାନ ମାସ ୤
  • ଏ ମାସ ପଣା ସଙ୍କ୍ରାନ୍ତିଠାରୁ ଆରମ୍ଭ ହୁଏ; ଏହାର ପୂର୍ବବର୍ତ୍ତୀ ମାସ ଚୈତ୍ର ଓ ପରବର୍ତ୍ତୀ ମାସ ଜ୍ୟୈଷ୍ଠ
  • ଏହି ମାସ ଓ ଏହାର ପରବର୍ତ୍ତୀ ମାସ ଗ୍ରୀଷ୍ମ ଋତୁ ୤
  • ହିନ୍ଦୁମାନଙ୍କର ଏହା ଏକ ଧର୍ମ ମାସ |