"ସିଦ୍ଧାନ୍ତ ମହାପାତ୍ର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଟିକେ
ବଦଳ ସାରକଥା ଲୁଚାଇଦିଅନ୍ତୁ
ଟିକେ
 
==ପ୍ରାରମ୍ଭିକ ଜୀବନ ଓ ଶିକ୍ଷା==
''{{PAGENAME}}'' [[ବାଲୁଗାଁ]], [[ଓଡ଼ିଶା]] ଠାରେ ୪ ମଇ ୧୯୬୬ ରେ ଜନ୍ମ ଗ୍ରହଣ କରିଥିଲେ । ସେ ବ୍ରହ୍ମପୁର, [[ଗଞ୍ଜାମ ଜିଲା|ଗଞ୍ଜାମ]] ରେ ନିଜର ସ୍କୁଲ ଶିକ୍ଷା ସମାପ୍ତ କରିବା ପରେ ଧରଣିଧର କଲେଜ, [[କେନ୍ଦୁଝର ଜିଲା|କେନ୍ଦୁଝର]] ରୁ ବାଣିଜ୍ୟରେ ସ୍ନାତକ ଶିକ୍ଷା ସମାପ୍ତ କରିଥିଲେ ୤ ଫେକଲ୍ଟି ମ୍ୟାନେଜମେଣ୍ଟ ଷ୍ଟଡ଼ିଜ, [[ଦିଲ୍ଲୀ|ନୂଆଦିଲ୍ଲୀ]] ରୁ ସେ ବିଜନେସ ମ୍ୟାନେଜମେଣ୍ଟ ରେ ସ୍ନାତକୋତ୍ତର ଶିକ୍ଷା ଲାଭ କରିଅଛନ୍ତି ୤ [[ଓଡ଼ିଆ ସିନେମା ଜଗତ]]ର ଜଣାଶୁଣା ଅଭିନେତ୍ରୀ [[ମାମା ମିଶ୍ର]] ତାଙ୍କ ଧର୍ମପତ୍ନୀ ୤
 
==ସିନେମା ଜୀବନ==
 
==ରାଜନୈତିକ ଜୀବନ==
ସେ ୨୦୦୯ ମସିହାରେ ବିଜୁ ଜନତା ଦଳରେ ଯୋଗଦେଇ ଲୋକସଭା ନିର୍ବାଚନରେ ଅଂଶଗ୍ରହଣ କରିଥିଲେ ୤ [[ଓଡ଼ିଶା]]ର [[ବ୍ରହ୍ମପୁର ନିର୍ବାଚନମଣ୍ଡଳିରୁ(ଲୋକସଭା ନିର୍ବାଚନ ମଣ୍ଡଳି)|ବ୍ରହ୍ମପୁର ଲୋକସଭା ନିର୍ବାଚନମଣ୍ଡଳି]]ରୁ ବିଜୟୀ ହୋଇ ଚଳିତ ପଞ୍ଚଦଶ ଲୋକସଭାର ସଦସ୍ୟ (ସାଂସଦ) ଅଛନ୍ତି ୤
 
==ପୁରସ୍କାର==
୨୫,୪୮୪

ଗୋଟି ସମ୍ପାଦନା