"ପାଲା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
ଟିକେNo edit summary
୧୪ କ ଧାଡ଼ି:
ଜଣେ ଗାୟକ, ଜଣେ ବାୟକ, ଜଣେ ଶ୍ରୀପାଳିଆ ଓ ୩ ଜଣ ପାଳିଆ
}}
'''ପାଲା''' ଏକ ପାରମ୍ପାରିକ ଓ ବିଦଗ୍ଧ [[ଓଡ଼ିଆ ଭାଷା|ଓଡ଼ିଆ]] ଗୀତ-ନାଟ/ନୃତ୍ୟ କଳା । ଏହା ଏକ ଅତି ପୁରାତନ ଲୋକନାଟ୍ୟ । ପାଲା ସାଧାରଣତଃ ୬ ଜଣ୬ଜଣ ବ୍ୟକ୍ତିଙ୍କୁ ନେଇ ଅନୁଷ୍ଠିତ ହୋଇଥାଏ ।
 
==ଇତିହାସ==
ଜଣେ ଗାୟକ, ଜଣେ ବାୟକ, ଜଣେ ଶ୍ରୀପାଳିଆ ଓ ୩ ଜଣ ପାଳିଆଙ୍କୁ ନେଇ ପାଲା ଅନୁଷ୍ଠିତ ହୋଇଥାଏ । [[ଓଡ଼ିଶା]]ର ଏହି ସ୍ବତନ୍ତ୍ରସ୍ୱତନ୍ତ୍ର କଳା ଦିନେ ଘରେ ଘରେ ଅତି ପରିଚିତ ଥିଲା । ବିଶେଷ କରି ବାଦୀପାଲା ଦେଖିବାକୁ ଲୋକେ ବହୁତ ପସନ୍ଦ କରୁଥିଲେ । ଯେଉଁ ସମୟରେ ମନୋରଞ୍ଜନ କରିବା ପାଇଁ ବିଶେଷ ସୁବିଧା ନଥିଲା ସେହି ସମୟରେ ପାଲା ଲୋକଙ୍କୁ ମନୋରଞ୍ଜନ କରିବା ସହ ସାହିତ୍ୟ, ସଂସ୍କୃତି ଓ କଳା ପ୍ରତି ପରିଚିତ କରାଉଥିଲା । ଏହି ପାଲା ମାଧ୍ୟମରେ ଓଡ଼ିଶାରେ[[ଓଡ଼ିଶା]]ରେ ଭାଷା ଆନ୍ଦୋଳନ ଘରେଘରେ ପହଞ୍ଚି ପାରିଥିଲା । ସେହିପରି ସ୍ବାଧୀନତାସ୍ୱାଧୀନତା ଆନ୍ଦୋଳନ ସମୟରେ ମଧ୍ୟ ପାଲାର ଗୁରୁତ୍ବପୂଣ୍ଣଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା ।
 
==ବିଶେଷତା==
ପାଲା ହିନ୍ଦୁ ଓ [[ମୁସଲମାନ]] ଧର୍ମ ମଧ୍ୟରେ ସମନ୍ବୟସମନ୍ୱୟ ରଖିଥାଏ । ଏଥିରେ ଉଭୟ ସତ୍ୟ ନାରାୟଣ ଏବଂ ପୀର ବାବାଙ୍କୁ ପୂଜା କରାଯାଇଥାଏ, ତେଣୁ ପାଲାକୁ ସତ୍ୟପୀର ପୂଜା ବୋଲି ମଧ୍ୟ କୁହାଯାଏ ।
 
==ଆଧାର==
{{reflistଆଧାର}}
 
{{ଓଡ଼ିଶାର ଲୋକକଳା}}
{{ଓଡ଼ିଶା ପ୍ରସଙ୍ଗ}}
 
[[categoryବିଭାଗ:ଓଡ଼ିଆର ଲୋକନାଟ]]
[[categoryବିଭାଗ:ଲୋକନାଟ]]
[[categoryବିଭାଗ:ନୃତ୍ୟ]]
"https://or.wikipedia.org/wiki/ପାଲା"ରୁ ଅଣାଯାଇଅଛି