"ସମଲେଶ୍ୱରୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ + ଫଟୋ
ଟିକେ + ଧବଳମୁଖୀ ବେଶ
୧ କ ଧାଡ଼ି:
[[File:Samlei Gudi (Samaleswari Temple).jpg|thumb|ସମଲେଶ୍ବରୀସମଲେଶ୍ୱରୀ ମନ୍ଦିର]]
==ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ==
'''ସମଲେଶ୍ଵରୀ'''
ପଶ୍ଚିମ ଓଡ଼ିଶାର ଆରାଧ୍ୟ ଦେବୀ ମା’ ସମଲେଶ୍ୱରୀ ବର୍ଷସାରା ଗୈରିକ ବର୍ଣ୍ଣର ସିନ୍ଦୂର ମଣ୍ଡିତା ହୋଇ ଦର୍ଶନ ଦେଇଥାନ୍ତି ୤ [[ଆଶ୍ୱିନ]] [[ମାସ]] [[ଅମାବାସ୍ୟା]] (ମହାଳୟା) ଦିନ ମାଙ୍କୁ ଶ୍ୱେତ ରୂପରେ ସଜ୍ଜିତ କରାଯାଇଥାଏ ୤ ମା’ଙ୍କର ଏହି ନିଆରା ବାର୍ଷିକ ରୂପକୁ ଧବଳମୁଖୀ ବେଶ ବା ଗଙ୍ଗା ଦର୍ଶନ ବେଶ କୁହାଯାଏ ୤ ପୁଅଜିଉଁତିଆ ପାର୍ବଣ ଠାରୁ ମା’ଙ୍କର ଷୋହଳ ପୂଜା ଆରମ୍ଭ ହୁଏ ୤ ମହାଳୟା ପୂର୍ବ ଦିନ ମା’ ସତୀ ବେଶରେ ଭକ୍ତଙ୍କୁ ଦର୍ଶନ ଦିଅନ୍ତି ୤ ସେହି ଦିନ ମଧ୍ୟରାତ୍ରରେ ପୂଜକମାନେ ମନ୍ଦିର ଦ୍ୱାର ବନ୍ଦ କରି ଦେବୀଙ୍କୁ କର୍ପୁର ମିଶ୍ରିତ ଗଙ୍ଗାଜଳରେ ସ୍ନାନ କରାଇ ଚନ୍ଦନ, ଅଗୁର ପ୍ରଲେପ ଦେଇ ମା’ଙ୍କୁ ଧବଳମୁଖୀ ବେଶରେ ସଜାନ୍ତି ୤ ମା’ଙ୍କୁ ଦୁଇଦିନ ଧରି ଧବଳମୁଖୀ ବେଶରେ ରଖାଯାଏ୤ ମହାଳୟା ଶ୍ରାଦ୍ଧ ଦିନ ଦେବୀଙ୍କ ଏହି ରୂପ ଦର୍ଶନରେ ଗଙ୍ଗାଦର୍ଶନର ପୂଣ୍ୟ ଲାଭ ହେଉଥିବା ବିଶ୍ୱାସ କରାଯାଏ ୤
 
 
 
{{ହିନ୍ଦୁ ମନ୍ଦିର}}