"ମନସୁର ଅଲୀ ଖାନ ପଟୌଡ଼ି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
୨ କ ଧାଡ଼ି:
 
==କ୍ରିକେଟ ଜୀବନ==
କ୍ରିକେଟ ପଡ଼ିଆରେ ‘ଟାଇଗର’ ଭାବେ ପରିଚିତ ମନସୁର ଅଲୀ ଖାନ ପଟୌଡ଼ି ଜଣେ ଡାହାଣହାତୀ ବ୍ୟାଟ୍ସମ୍ୟାନ ଭାବେ ୧୯୬୧ରେ [[ଇଂଲଣ୍ଡ]] ବିପକ୍ଷ ଟେଷ୍ଟରେ କ୍ୟାରିଅର ଆରମ୍ଭ କରିଥିଲେ ୤ ପଟୌଡ଼ି କ୍ୟାରିଅରରେ ୪୬ଟି ଟେଷ୍ଟ ଖେଳିଥିବା ବେଳେ ୪୦ଟି ରେ ଦଳର[[ଭାରତ]] ର ନେତୃତ୍ୱ ନେଇଥିଲେ ୤ ୧୯୬୪ ମସିହାରେ ଭାରତୀୟ କ୍ରିକେଟ ଦଳର ନେତୃତ ନେଇଥିବା ପଟୌଡ଼ିଙ୍କ ନେତୃତରେ ଭାରତୀୟ ଦଳ ୯ଟି ଟେଷ୍ଟରେ ବିଜୟୀ ହୋଇଥିଲେ ୤
ପଟୌଡ଼ି ପାଖାପାଖି ଏକ ଦଶନ୍ଧି ଧରି ଭାରତୀୟ ଦଳର ଅଧିନାୟକ ରହିଥିଲେ ୤
୧୯୬୭ରେ ନ୍ୟୁଜିଲାଣ୍ଡରେ ଅନୁଷ୍ଠିତ ଟେଷ୍ଟ ଶୃଙ୍ଖଳାରେ ଭାରତୀୟ [[କ୍ରିକେଟ]] ଦଳ ୩-୧ରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଥିଲା ୤ ଭାରତୀୟ କ୍ରିକେଟ ଇତିହାସରେ ଏହାଥିଲା ବିଦେଶ ମାଟିରେ ସର୍ବପ୍ରଥମ ଟେଷ୍ଟ ଶୃଙ୍ଖଳା ବିଜୟ୤
୪୬ଟି ଟେଷ୍ଟରୁ ସେ ୬ଟି ଶତକ ଓ ୧୬ଟି ଅର୍ଦ୍ଧଶତକ ସହ ୩୪.୯୧ହାରରେ ୨୭୯୩ ରନ ସଙ୍ଗ୍ରହ କରିଥିଲେ ୤ ତାଙ୍କର ସର୍ବାଧିକ ବ୍ୟକ୍ତିଗର ସ୍କୋର ଥିଲା ଅପରାଜିତ ୨୦୩ ରନ ୤