"ସାକ୍ଷୀଗୋପାଳ ମନ୍ଦିର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
୫୧ କ ଧାଡ଼ି:
ବର୍ଷସାରା ଲୁଗା ଘେରରେ ଘୋଡ଼ାଇ ହୋଇଥିବା ମାନବୀ ରାଧାଙ୍କର ପାଦପଦ୍ମଦ୍ୱୟକୁ ବର୍ଷକେ ଥରେ [[ନବମୀ]]ଦିନ ଭକ୍ତମାନେ ଦର୍ଶନ କରି ଆଶିଷ ଲାଭ କରନ୍ତି ୤ ଏଥିପାଇଁ ଏହା ଏହି ଦିବସ ରାଧାପାଦ ଦର୍ଶନ ନାମରେ ବିଦିତ ୤ ସାକ୍ଷୀଗୋପାଳର ଏହି ଯାତ୍ରା [[ପୁରୀ]] [[ରଥଯାତ୍ରା]] ପରେ ଦ୍ଵିତୀୟ ବଡ଼ ଯାତ୍ରା ୤
==ସାକ୍ଷୀଗୋପାଳଙ୍କ ଲକ୍ଷ୍ମୀନାରାୟଣ ବେଶ==
[[କାର୍ତ୍ତିକ]] ଶୁକ୍ଳପକ୍ଷ ବଡ଼ ଏକାଦଶୀ ତିଥିରେ ସାକ୍ଷୀଗୋପାଳ ମନ୍ଦିରରେ ଠାକୁର ଶ୍ରୀ ଗୋପାଳଜୀଉ ଓ ଠାକୁରାଣୀ ଶ୍ରୀ ରାଧାରାଣୀଙ୍କର ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହୋଇଥାଏ୤ ବର୍ଷସାରା ଶ୍ରୀଜୀଉଙ୍କୁ ଗହମଜାତ ଦ୍ରବ୍ୟରୁ ପ୍ରସ୍ତୁତ ନୈବେଦ୍ୟ ଲାଗି କରାଯାଏ ୤ କେବଳ ଏହି ଦିନ ସ୍ଥାନୀୟ ମୁଖ୍ୟ ଫସଲ ଧାନରୁ ପ୍ରସ୍ତୁତ ଚୁଡ଼ାରେ ଚୁଡ଼ାଘଷା ପ୍ରସ୍ତୁତ କରାଯାଇ ଭୋଗ ଦିଆଯାଏ ୤ <ref>[[ସମାଜ (ଖବରକାଗଜ)]], ୭ନଭେମ୍ବର ୨୦୧୧, ପୃଷ୍ଠା-୩</ref>
 
==ଆଧାର==