"ଜଗନ୍ନାଥଙ୍କ ଧୂପ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୯୫ କ ଧାଡ଼ି:
*[[କୋରା]] (ଛୋଟ): ୨୨୦ଟି
 
===ଭୋଗ ମଣ୍ଡପ ଭୋଗ ବା ବଡ଼ସଙ୍ଖୁଡ଼ି ଭୋଗ (ଦ୍ବିତୀୟଦ୍ଵିତୀୟ ଭୋଗ)===
(ସକାଳ ୧୧.୦୦) : ''ବଡ଼ସଙ୍ଖୁଡ଼ି ଭୋଗ'' ବା ''ଛତ୍ର ଭୋଗ'' ଭାବେ ପରିଚିତ ଏହି ଭୋଗ ଆଦି ଶଙ୍କରାଚାର୍ଯ୍ୟଙ୍କ ଦ୍ବାରା ଅଷ୍ଟମ ଶତାବ୍ଦିରେ ଆରମ୍ଭ କରା ଯାଇଥିଲା ୤
 
[[ଶ୍ରୀମନ୍ଦିର]] ପ୍ରଶାସନ ଏହି ଭୋଗର କୌଣସି ଖର୍ଚ୍ଚଭାର ବହନ କରନ୍ତି ନାହିଁ୤ ବିଭିନ୍ନ ମଠ ତଥା ତୀର୍ଥଯାତ୍ରୀମାନଙ୍କୁ ଯଥେଷ୍ଟ ପରିମାଣର ଭୋଗ ଯୋଗାଇବା ଉଦ୍ଦେଶ୍ୟରେ ଏହା ସୁଆର ମାନଙ୍କ ଦ୍ବାରାଦ୍ଵାରା ମନ୍ଦିର ରୋଷଶାଳାରେ ବ୍ୟବସାୟିକ ଉଦ୍ଦେଶ୍ୟରେ ପ୍ରସ୍ତୁତ କରାଯାଇଥାଏ ୤ ଏହା ସାଧାରଣତଃ ପ୍ରତିଦିନ ଥରେ ହୋଇଥାଏ କିନ୍ତୁ ବିଶେଷ ଦିନମାନଙ୍କରେ ଭୋଗର ଚାହିଦା ମୁତାବକ ଏକାଧିକ ଥର ହୋଇଥାଏ ୤
*[[ପଖାଳ]]
*[[ଦହି]]