"ସୁନାବେଶ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେNo edit summary
୧ କ ଧାଡ଼ି:
{{About|ସୁନାବେଶ||ଜଗନ୍ନାଥଙ୍କ ବେଶ}}
ପ୍ରତିବର୍ଷ ସୁନାବେଶ ବା ରାଜବେଶ ପାଞ୍ଚଥର ଅନୁଷ୍ଠିତ ହୋଇଥାଏ ୤ ଏହା ସାଧାରଣତଃ ବିଜୟାଦଶମୀ (ଦଶହରା), ପୌଷ ପୂର୍ଣ୍ଣମୀ (ପୁଷ୍ୟାଭିଷେକ), ଦୋଳ ପୂର୍ଣ୍ଣମୀ, କାର୍ତ୍ତିକ ପୂର୍ଣ୍ଣମୀ ([[ରାଜରାଜେଶ୍ଵର ବେଶ]]) ଓ ଆଷାଢ଼ ଶୁକ୍ଳ ଏକାଦଶୀ ଦିନ ଅନୁଷ୍ଠିତ ହୋଇଥାଏ |
 
ଏଥିମଧ୍ୟରୁ [[ଜଗନ୍ନାଥ ମନ୍ଦିର|ଶ୍ରୀମନ୍ଦିର]]ସ୍ଥ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନେ କାର୍ତ୍ତିକ ପୂର୍ଣ୍ଣମୀ, କୁମାର ପୂର୍ଣ୍ଣମୀ, ଦୋଳ ପୂର୍ଣ୍ଣମୀ ଓ ଦଶହରା ତିଥି ଗୁଡ଼ିକରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି ଓ କେବଳ ଥରେ ମାତ୍ର ସମସ୍ତବର୍ଗର ଜନତାଙ୍କ ପାଇଁ ଆଷାଢ଼ ଶୁକ୍ଲ ଏକାଦଶୀଦିନ ସିଂହଦ୍ବାରଠାରେସିଂହଦ୍ଵାରଠାରେ ରଖାଯାଇଥିବା ତିନିରଥ ଉପରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି ୤
 
ଶ୍ରୀଜୀଉମାନଙ୍କର ମଧ୍ୟାହ୍ନ ଧୂପ ଶେଷ ହେବା ପରେ, ପ୍ରାୟ ୨ଘଣ୍ଟା ସମୟ ବିନିମୟରେ ତିନିରଥ ଉପରେ ସୁନାବେଶ ଅନୁଷ୍ଠିତ ହୋଇଥାଏ ୤ ଶ୍ରୀଜୀଉମାନେ ସୁନାବେଶରେ ପ୍ରାୟ ୬ଘଣ୍ଟା ପର୍ଯ୍ୟନ୍ତ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି |
 
ଭିତିରଚ୍ଛ ମହାପାତ୍ର ମହାପ୍ରଭୁ [[ଜଗନ୍ନାଥ|ଶ୍ରୀଜଗନ୍ନାଥ]]ଙ୍କ ବାଡ଼ରେ, ତଳିଚ୍ଛ ମହାପାତ୍ର ବଡ଼ଠାକୁର ଶ୍ରୀବଳଭଦ୍ରଙ୍କଶ୍ରୀ[[ବଳଭଦ୍ର]]ଙ୍କ ବାଡ଼ରେ ଓ ପୁଷ୍ପାଳକ ସେବାୟତ ଦେବୀ ସୁଭଦ୍ରାଙ୍କ[[ସୁଭଦ୍ରା]]ଙ୍କ ବାଡ଼ରେ ଯଥାକ୍ରମେ ନନ୍ଦିଘୋଷ, ତାଳଧ୍ଵଜ ଓ ଦର୍ପଦଳନ ରଥରେ ଶ୍ରୀବିଗ୍ରହମାନଙ୍କୁ ସୁନାବେଶରେ ସଜ୍ଜିତ କରିବାର ପରମ୍ପରା ରହିଛି
 
==ଶ୍ରୀଜୀଉମାନଙ୍କ ଅଳଙ୍କାର==
"https://or.wikipedia.org/wiki/ସୁନାବେଶ"ରୁ ଅଣାଯାଇଅଛି