"ମାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୭୯ କ ଧାଡ଼ି:
 
==ମଳମାସ==
ସୌରମାନ ବର୍ଷ (୧୨ଟି ସୌରମାସର ପରିମାଣ) ୩୬୫ ଦିନ ୬ ଘଣ୍ଟା , ଚାନ୍ଦ୍ରମାନ ବର୍ଷ (୧୨ ଟି ଚାନ୍ଦ୍ର[[ମାସ]]ର ପରିମାଣ) ପ୍ରାୟ ପରିମାଣ ୩୫୪ ଦିନ ୤ ଏଣୁ ସୌରମାନ ବର୍ଷ ଅପେକ୍ଷା ଚାନ୍ଦ୍ରମାନ ବର୍ଷ ୧୧ ଦିନ ୬ ଘଣ୍ଟା କମ୍‌ ୤ ସୌରମାନ ବର୍ଷ ସଙ୍ଗେ ଚାନ୍ଦ୍ରମାନ ବର୍ଷର ମେଳ ରଖି ଏହି ଅଳ୍ପତାକୁ ପୂରଣ କରିବାପାଇଁ ଚାନ୍ଦ୍ରମାନ ମାସ ଗଣନାରେ ଅଢ଼େଇ ବର୍ଷ ଅନ୍ତରରେ ଗୋଟିଏ ଅଧିକା ମାସ ଗଣାଯାଏ ଓ ସେହି ମାସଟି ଯେଉଁ ଚାନ୍ଦ୍ରମାନ ମାସ ମଧ୍ୟରେ ପଡ଼େ ସେହି ଚାନ୍ଦ୍ରମାନ [[ମାସ]]ର ନାମରେ ଡକାହୁଏ ଯଥା [[କାର୍ତ୍ତିକ]]ମଳ, [[ବୈଶାଖ]]ମଳ ଇତ୍ୟାଦି ୤ ମଳମାସ ଫାଲ୍ଗୁନଠାରୁ[[ଫାଲ୍‌ଗୁନ]]ଠାରୁ [[ମାର୍ଗଶୀର]] ଏହି ୧୦ ମାସରେ ପଡ଼େ ୤ [[ପୌଷ|ପୁଷ]]ମାସ କେବେହେଁ ମଳମାସ ହୁଏନାହିଁ ଓ [[ମାଘ]]ରେ କ୍ବଚିତ୍‌କ୍ଵଚିତ୍‌ ମଳମାସ ପଡ଼େ ୤ ସାଧାରଣ ମାସରେ ପ୍ରଥମେ କୃଷ୍ଣପକ୍ଷ ଓ ପରେ ଶୁକ୍ଳପକ୍ଷ ପଡ଼େ କିନ୍ତୁ ଚାନ୍ଦ୍ରମାନ ମଳ ମାସରେ ପ୍ରଥମେ ଶୁକ୍ଳପକ୍ଷ ଓ ପରେ କୃଷ୍ଣପକ୍ଷ ପଡ଼େ ୤ ହିନ୍ଦୁ ଗଣନାରେ ମଳମାସର ବ୍ୟବହାର ଥିବାରୁ ପର୍ବ ଓ ଉତ୍ସବମାନ ଋତୁ ଅନୁସାରେ ପଡ଼େ; କିନ୍ତୁ [[ମୁସଲମାନ]]ମାନେ ଚାନ୍ଦ୍ର[[ମାସ]]ଚାନ୍ଦ୍ରମାସ ଅନୁସାରେ ମାସ ଗଣୁଥିବାରୁ ଓ ସେମାନଙ୍କର ମଳମାସଦ୍ବାରାମଳମାସ ଦ୍ଵାରା ଚାନ୍ଦ୍ର ଓ ସୌର ମାସର ସମତା ରକ୍ଷା କରାଯାଉ ନ ଥିବାରୁ ତାଙ୍କର ପର୍ବ ଓ ଉତ୍ସବମାନ (ଯଥା- ଈଦ, ମହରମ୍) ସବୁ ଋତୁରେ ପଡ଼ିଥାଏ ୤
 
{{ମାସ}}
"https://or.wikipedia.org/wiki/ମାସ"ରୁ ଅଣାଯାଇଅଛି