"ମେରୀ କ୍ୟୁରୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ r2.7.2) (Robot: Adding en:Marie Curie
ଟିକେNo edit summary
୧ କ ଧାଡ଼ି:
{{ମୁଣ୍ଡିଆ}}
ମେରୀ କ୍ୟୁରି (୭ ନଭେମ୍ବର ୧୮୬୭ - ୪ ଜୁଲାଇ ୧୯୩୪) ଜଣେ ପ୍ରସିଦ୍ଧ ଭୌତିକବିଦ୍ଭୌତିକବିଦରସାୟନବିଦ୍ରସାୟନବିଦ ଥିଲେ । ଦୁଇଟି ନୋବେଲ୍ନୋବେଲ ପୁରସ୍କାର ପାଇବାରେ ସେ ହେଉଛନ୍ତି ପ୍ରଥମ ଓ ଏକମାତ୍ର ବ୍ୟକ୍ତି । [[ଫାଇଲ:Marie Curie c1920.png|thumb|ପାଖାପାଖି ୧୯୨୦ରେ ମେରୀ କ୍ୟୁରି]]
ସେ ପ୍ୟାରିସ୍ ବିଶ୍ବ୍ବବିଦ୍ୟାଳୟରବିଶ୍ଵବିଦ୍ୟାଳୟର ପ୍ରଥମ ମହିଳା ପ୍ରଫେସର୍ପ୍ରଫେସର ଥିଲେ ।
ମେରୀ କ୍ୟୁରି ଵାର୍ସାରେ ଜନ୍ମଗ୍ରହଣ କରିଥିଲେ ଯାହା ସେତେବେଳେ ପୋଲାଣ୍ଡ ରାଜ୍ୟ ଅନ୍ତର୍ଭୁକ୍ତ ଥିଲା । ୧୮୯୧ରେ ୨୪ ବର୍ଷ ବୟସରେ ସେ ଉଚ୍ଚତର ଉପାଧି ପାଇଁ ପ୍ୟାରିସ୍ ଗଲେ । ପରବର୍ତ୍ତି ଗବେଷଣା ମଧ୍ୟ ସେଠାରେ କରିଥିଲେ । ୧୯୦୩ ମସିହାରେ ସେ, ତାଙ୍କ ସ୍ବାମୀସ୍ଵାମୀ ପିରେ କ୍ୟୁରି ଏବଂ ହେନ୍ରି ବକେରେଲ୍ ଭୌତିକ ବିଜ୍ଞାନରେ ନୋବେଲ୍ନୋବେଲ ପୁରସ୍କାର ପାଇଲେ । କିନ୍ତୁ ୧୯୧୧ ରସାୟନ ନୋବେଲ୍ ପୁରସ୍କାର ମେରୀ କ୍ୟୁରି ଏକକ ଭାବେ ପାଇଥିଲେ । ମେରୀ କ୍ୟୁରି ହେଉଛନ୍ତି ନୋବେଲ୍ ପୁରସ୍କାର ପାଇବାରେ ପ୍ରଥମ ମହିଳା, ଦୁଇଟି କ୍ଷେତ୍ରରେ ନୋବେଲ୍ନୋବେଲ ପାଇବାରେ ଏକମାତ୍ର ମହିଳା ଓ ଏକାଧିକ ବିଜ୍ଞାନରେ ନୋବେଲ୍ ପାଇବାରେ ଏକମାତ୍ର ବ୍ୟକ୍ତି ।
 
[[ଶ୍ରେଣୀ:୧୮୬୭ ଜନ୍ମ]]
[[ଶ୍ରେଣୀ:୧୯୩୪ ମୃତ୍ୟୁ]]
 
<!-- ଅଲଗା ଭାଷାର ଉଇକିପିଡ଼ିଆରେ ଏହି ଲେଖା-->
[[af:Marie Curie]]
[[an:Marie Curie]]