"ଦଶାବତାର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
୫୦ କ ଧାଡ଼ି:
 
===କଳ୍କି===
ପୃଥିବୀରେ ଅଧର୍ମ ଅତି ବେଶି ହେଲେ, ବିଷ୍ଣୁ କଳ୍କି ଅବତାର ଗ୍ରହଣ କରି ମ୍ଳେଚ୍ଛସଂହାରାର୍ଥ ଖଡ୍ଗଧାରଣ କରିବେ – ଏହା ମାଳିକାରେ ଲିଖିତ ତଥା ପଣ୍ଡିତମାନଙ୍କର ବିଶ୍ଵାସ ୤ ପ୍ରଚଳିତ ବିଶ୍ଵାସମତେ ପୂର୍ବୋକ୍ତ ଦଶ ଅବତାର ଛଡ଼ା ବିଷ୍ଣୁ ଅନ୍ୟାନ୍ୟ ଅନେକ ଅବତାର ଧରି ଥିଲେ ୤
: ପ୍ରଚଳିତ ବିଶ୍ଵାସମତେ ପୂର୍ବୋକ୍ତ ଦଶ ଅବତାର ଛଡ଼ା ବିଷ୍ଣୁ ଅନ୍ୟାନ୍ୟ ଅନେକ ଅବତାର ଧରି ଥିଲେ ୤ (ଭାଗବତରେ ବର୍ଣ୍ଣିତ ବିଷ୍ଣୁଙ୍କର ଚବିଶଟି ଅବତାର ହେଲା: ବରାହ, ହରି, କପିଳ, ଦତ୍ତାତ୍ରେୟ, ଚତୁଃସନକ, କଚ୍ଛପ, ନୃସିଂହ, ବାମନ, ହିଂସା, ମନୁ, ଧନ୍ଵନ୍ତରୀ, ପର୍ଶୁରାମ, ରାମ, କୃଷ୍ଣ, ବଳରାମ, ବ୍ୟାସ, ବୁଦ୍ଧ, କଳ୍‌କୀ, ଧୃବ ପାଇଁ ଓ ଗଜ ଉଦ୍ଧାରଣ ପାଇଁ ଦୁଇ ଅବତାର ୤ )
[[ଫାଇଲ:Dasavatar, 19th century.jpg|thumb|650px|center|ଦଶ ଅବତାର]]
 
"https://or.wikipedia.org/wiki/ଦଶାବତାର"ରୁ ଅଣାଯାଇଅଛି